ପୁଣି ଆସୁଛି ଏକ ଲଘୁଚାପ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି ।

ଅନ୍ୟପକ୍ଷେ ଆଗାମୀ କିଛି ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ। ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ମେଘାଚ୍ଛନ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବାୟୁ ମଣ୍ଡଳ ଶୁଷ୍କ ରହୁଥିବାରୁ ଆଗକୁ ତାପମାତ୍ରାରେ ହ୍ରାସ ପାଇବ । ୨ ଦିନ ପରେ ତାପମାତ୍ରର ୨ ରୁ ୩ ଡିଗ୍ରୀ ତଳକୁ ଖସିବାର ସମ୍ଭାବନା ରହିଛି। ଏନେଇ କୁହୁଡିଆ ପାଗ ସାଙ୍ଗକୁ ଶୀତ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?