୨ରେ ଲଘୁଚାପ ସମ୍ଭାବନା, ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ୱର,୨୬ା୮(ଅନିଲ ଦାସ): ଆସନ୍ତା ୩୦ ତାରିଖରେ ଉତ୍ତର-ପୂର୍ବ ବାଲାଂଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୨ ବେଳକୁ ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ ଆଦି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସମ୍ଭାବ୍ୟ ଲଘୁଚାପ ରାଜ୍ୟର ବର୍ଷାଭାବକୁ ଦୂରକରିବା ସମ୍ଭାବନା କ୍ଷୀଣ। ଉତ୍ତର ଓଡ଼ିଶାର କିଛି ଜିଲାରେ ବର୍ଷା ହେଲେ ମଧ୍ୟ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ଏହା ପ୍ରଭାବହୀନ ରହିବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଡୋନାଲ୍ଡ ଟ୍ରମ୍ପଙ୍କ ହତ୍ୟା ପାଇଁ ୫୦ ନିୟୁତ ପୁରସ୍କାର, ଘୋଷଣା କଲା ଏହି ଦେଶ ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୬।୫: ଇରାନୀ ଗଣମାଧ୍ୟମରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ ପାଇଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସଦ୍ୟତମ ରିପୋର୍ଟରେ ଦାବି…

ସାବିତ୍ରୀ ପାଇଁ ମନ୍ଦିରରେ ଅସମ୍ଭାଳ ଭିଡ଼, ସ୍ବାମୀଙ୍କ ଦୀର୍ଘାୟୁ କାମନା କରି…

ଗଞ୍ଜାମ,୧୭ା୫(ଅନାଥ ତରାଇ): ଗଞ୍ଜାମ ସହରସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଖଣ୍ଡେଶ୍ୱର ମନ୍ଦିରରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି। ଶନିବାର ସକାଳୁ ସକାଳୁ…

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୪

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ହଠାତ୍‌ ଚଳନ୍ତା ଟ୍ରେନ୍‌ ଆଗକୁ ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri