୨୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ବିଗିଡ଼ିପାରେ ପୂଜା ମାହୋଲ!

ଭୁବନେଶ୍ୱର, ୧୭।୧୦: ଚଳିତ ସପ୍ତାହ ଶେଷ ଆଡକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ବଙ୍ଗୋପସାଗର ଏବଂ ଆଣ୍ଡାମାନ ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତନଠାରୁ ୪.୫ କିମି ଉଚ୍ଚରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ପରବର୍ତୀ ସମୟରେ ଏହା ଦକ୍ଷିଣ-ଉତ୍ତର ଦକ୍ଷିଣ ଆଡକୁ ଅଗ୍ରସର ହୋଇ ଏହା ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୦ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହୋଇପାରେ।

ତେବେ ଶାରଦୀୟ ପୂଜା ସମୟରେ ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ ଏହା ଦକ୍ଷିଣ ଆଡକୁ ଅଗ୍ରସର ହୋଇ ତାମିଲନାଡୁ ଏବଂ ଆନ୍ଧ୍ର ପ୍ରଦେଶ ଉପକୂଳ ଆଡକୁ ଅଗ୍ରସର ହେବ। ତେବେ ଆସନ୍ତା ୨୧ ତାରିଖ ମଧ୍ୟରେ ଓଡ଼ିଶାରେ ବର୍ଷ ହେବ ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା

ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ…

ନାବାଳିକା ମୃତ୍ୟୁ ଘଟଣା: ପ୍ରଶାସନିକ ଅବହେଳା ବିରୋଧରେ ଦାବିପତ୍ର ପ୍ରଦାନ କରି…

ଥୁଆମୂଳ ରାମପୁର,୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତ ବାର୍ସିକନା ଗ୍ରାମର କାଲୁଆ ମାଝୀଙ୍କ ୧୬ ବର୍ଷୀୟା ଝିଅ ମାଧୁରୀଙ୍କର ସାପ…

ଘରେ ଶୋଇଥିବାବେଳେ ପଶିଲେ ହାତୀପଲ, ଭାଙ୍ଗିଲେ ଘର, ଗୋଟିଏ ପରିବାରର ୪ ଜଣଙ୍କୁ…

ବଲାଙ୍ଗୀର,୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ସରଗୁଲ ଗାଁରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ଗାଁରେ ଏକ ପରିବାର ଘର ଭିତରେ ଶୋଇଥିବା…

ହଷ୍ଟେଲ ଛାଡ଼ିଲେ ଶତାଧିକ ଛାତ୍ର, ହାତରେ ବ୍ୟାଗ୍‌ ଧରି ୧୦ କିଲୋମିଟର ଚାଲିଲେ

ଝରିଗାଁ,୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ସରକାର କେଜିରୁ ପିଜି ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ପାଇଁ ଗୁରୁତ୍ୱ ଦେଉଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନଟେମରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri