ଲଘୁଚାପ ଜନିତ ବର୍ଷା, ଗୁମାଡି ନଦୀର ଅସ୍ଥାୟୀ ପୋଲ ଉପରେ ବର୍ଷା ଜଳ ପ୍ରବାହିତ, ଭୟଭୀତ ଗ୍ରାମବାସୀ

ଦାରିଙ୍ଗବାଡି, ୨।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷାରେ ଗୁରୁବାର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଏହି କ୍ରମରେ ତିଲୋରୀ ପଞ୍ଚାୟତର ଗୁମାଡି ନଦୀ ଫୁଲିଛି ଫଳରେ ଗୁମାଡି ନଦୀରେ ନୂତନ ପୋଲ ନିର୍ମାଣ ଚାଲିଥିବା ବେଳେ ତା’ ନିକଟରେ ଅସ୍ଥାୟୀ ପୋଲ ନିର୍ମାଣ କରାଯାଇଛି ଗୁରୁବାର ଲଗାଣ ବର୍ଷା ଯୋଗୁ ସାଂରେ ଜଲସ୍ତର ବୃଦ୍ଧି ପାଇବା ସହ ଅସ୍ଥାୟୀ ପୋଲ ଉପରେ ପ୍ରାୟ ୨ ରୁ ୩ ଫୁଟ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହେଉଛି। ଏବେ ଅସ୍ଥାୟୀ ପୋଲ ବିପଦରେ ରହିଛି ପୂର୍ବରୁ ଉକ୍ତ ପୋଲ ବାରମ୍ବାର ଏକାଧିକ ଥର ବର୍ଷାରେ ଧୋଇ ହୋଇ ଯାଇଥିବା ନଜିର ରହିଥିବା ବେଳେ ଆଜିର ଲଘୁଚାପ ବର୍ଷାରେ ପୁଣି ପୋଲଟି ଧୋଇହୋଇ ଯାଇପାରେ ବୋଲି ଆଶଙ୍କା କରାଯାଇଛି କୌଣସି ଲୋକ ବିପଦରେ ଅଜଣାତରେ ଉକ୍ତ ପୋଲ ଉପରେ ଯିବା ଆଶଙ୍କା କରି ଗ୍ରାମର କେତେଜଣ ଯୁବକ ଉକ୍ତ ଗୁମାଡି ନଦୀ ନିକଟରେ ପହଞ୍ଚି ଲୋକଙ୍କୁ ବିପଦପୂର୍ଣ୍ଣ ଭାବେ ବଢିଲା ପାଣିରେ ଯିବାକୁ ବାରଣ କରିଛନ୍ତି ଲୋକଙ୍କୁ ଏବେ ସିମନବାଡିଠାରୁ ସେହି ରାସ୍ତା ଦେଇ ବୁଡ଼ାଗୁଡା ଯାତାୟାତ ନଯିବାକୁ ଅଞ୍ଚଳବାସୀ ବାରଣ କରିଛନ୍ତ। ଯେତେ ଅଧିକା ରାତି ବଢୁଛି ସେହି ରାସ୍ତା ଓ ଗୁମାଡି ନଦୀରେ ବିପଦ ବଢ଼ୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ଭୟଙ୍କର ହେଲା ବିଶ୍ୱଯୁଦ୍ଧ: ଇରାନର ନ୍ୟୁକ୍ଲିୟର ପ୍ଲାଣ୍ଟରେ ମିସାଇଲ ମାଡ଼! ବିଶ୍ୱରେ ଚହଳ

ତେହରାନ,୧୮।୩: ଇରାନର ପରମାଣୁ କେନ୍ଦ୍ରରେ ମିସାଇଲ ମାଡ଼। ବୁଶେହର ନିକଟରେ ଅବସ୍ଥିତ ଇରାନର ଏକମାତ୍ର ସକ୍ରିୟ ପରମାଣୁ ଶକ୍ତି କେନ୍ଦ୍ର ପାଖରେ ମିସାଇଲ ମାଡ଼ ହୋଇଛି। ଯାହା…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

ରୁଷିଆ ପରେ ଭାରତକୁ ତେଲ ପଠାଇଲା ଏହି ମୁସିଲମ ଦେଶ, ଚମକି ପଡିଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ଯୋଗୁଁ ହର୍ମୁଜରେ ସଙ୍କଟ ଆହୁରି ଗଭୀର ହେଉଛି। ଏହି ପରିସ୍ଥିତି ମଧ୍ୟରେ, ଭାରତ ପାଇଁ ଏକ…

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଯୁବକ ଉଦ୍ଧାର: ବଢୁଛି ସନ୍ଦେହ

ବାହାନଗା,୧୮।୩(ଅରୂପ କୁମାର ଦାସ): ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଜଣେ ଯୁବକ ଉଦ୍ଧାର କରାଯିବା ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଘଟଣା ଘଟିଛି…

ତେଲକୁ ନେଇ ରୁଷିଆ-ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ଜୋରଦାର ଝଟ୍‌କା!

ମସ୍କୋ,୧୮।୩: ବିଶ୍ୱର ଗଭୀର ଶକ୍ତି ସଙ୍କଟ ଏବଂ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ରୁଷିଆ ପାକିସ୍ତାନ ପ୍ରତି ବନ୍ଧୁତାର ହାତ ବଢ଼ାଇଛି। ପାକିସ୍ତାନରେ…

କେସିଙ୍ଗାରୁ ଭୁବନେଶ୍ୱର ହେଉ ସିଧା ଟ୍ରେନ ଚଳାଚଳ: ଲୋକ ସଭାରେ ଦାବି ଉଠାଇଲେ ଏମ୍‌ପି

କେସିଙ୍ଗା,୧୮।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ ଦିଲ୍ଲୀରେ ଅନୁଷ୍ଠିତ ଲୋକ ସଭା ଗୃହରେ କଳାହାଣ୍ଡି ଜିଲାର ସଂସଦୀୟ କ୍ଷେତ୍ର କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ…

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri