ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ଛୁଇଁଛି। ଏହା ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ ନେବ। ପରେ ଅଧିକ ଘନୀଭୂତ ହୋଇ ମଙ୍ଗଳବାର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଗଭୀର ଅବପାତରେ ପରିଣତ ହେବାର ଅଧିକ ସମ୍ଭାବନା ରହିଛି। ସେହିପରି ଗଭୀର ଅବପାତଟି ୨୩ ତାରିଖ ବୁଧବାର ସକାଳ ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଗଭୀର ଅବପାତ ବାତ୍ୟାରେ ପରିଣତ ହେବ କି ନାହିଁ, ସେ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) କୌଣସି ପୂର୍ବାନୁମାନ ଯଦିଓ ଜାରି କରିନାହିଁ ଲୋକଙ୍କ ମନରେ ବାତ୍ୟାକୁ ନେଇ ଛନକା ପଶିଲାଣି।ଲଘୁଚାପ ପ୍ରଭାବରେ ରାଜ୍ୟରେ ରହିଥିବାବେଳେ ସୋମବାରଠାରୁ ବିଭିନ୍ନ ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଗଭୀର ଅବପାତ ସୃଷ୍ଟି ହେବା ପରେ ବୁଧବାରଠାରୁ ୨ଦିନ ପାଇଁ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ ବିଭାଗ ତଥ୍ୟ ଅନୁଯାୟୀ, ସୋମବାର ୧୮ ଜିଲାରେ ଝଡ଼ବର୍ଷା ହେବା ନେଇ ଆକଳନ କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡଘଡି ସହ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧନତେରସ ପୂର୍ବରୁ ସୁନା ଦରକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏକ୍ସପର୍ଟ କହିଲେ ଏବେ ସୁନା କିଣିଲେ…

ନୂଆଦିଲ୍ଲୀ,୫ା୧୧: ସୁନା ଦର ଲଗାତାର ହ୍ରାସ ପାଉଛି। ଗୋଟିଏ ସମୟରେ ସୁନା ଦର ୨ ଲକ୍ଷ ଟଙ୍କା ଟପିବ ବୋଲି ଚର୍ଚ୍ଚା ହେଉଥିଲା। ଜାନୁଆରୀ ମାସରେ ଏହାର…

ସାରା ତେନ୍ଦୁଲକରଙ୍କ ବିବାହକୁ ନେଇ ଚର୍ଚ୍ଚା: ଝିଅର ଜୀବନସାଥୀକୁ ନେଇ ସଚିନ କହିଲେ…

ମୁମ୍ବାଇ,୫।୧୧: କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକରଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି। ସାରା ନିଜ ଜନ୍ମଦିନ ସେଲିବ୍ରେଶନ୍‌ର ଏକ ଭିଡିଓ…

କେରଳରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ, ମୃତଦେହ ଗାଁକୁ ଫେରାଇ ଆଣିବା ପାଇଁ ଡିଏଲ୍‌ଓଙ୍କୁ ଭେଟିଲେ ପରିବାରବର୍ଗ

ଛତ୍ରପୁର,୫ା୧୧(ଦିଲ୍ଲୀପ ସାମଲ): କେରଳରେ ସଡ଼କ ଦୁର୍ଘଟଣାରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଝରପୋଖରୀ ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଗ୍ରାମର ଜଗବନ୍ଧୁ ଦାସଙ୍କ…

ବରିଷ୍ଠ ଅଧିକାରୀଙ୍କୁ ବିଧାୟକଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର, ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି…

ଛତ୍ରପୁର,୫ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ବିପର୍ଯ୍ୟୟ ସମୟରେ ଗଞ୍ଜାମ ଜିଲାବାସୀଙ୍କୁ ବିପଦରୁ ଉଦ୍ଧାର, ଥଇଥାନ ଓ ରିଲିଫ ଯୋଗାଣ ପାଇଁ ପ୍ରଶାସନିକ ଅଧିକାରୀ ଓ…

ଯୋଗାଣ ବିଭାଗର ଚଢ଼ାଉ: ଯାତ୍ରୀବାହୀ ବସ୍‌ରୁ ଜବତ ହେଲା ଗ୍ୟାସ ଭର୍ତ୍ତି ସିଲିଣ୍ଡର

ବସ୍ତା,୫ା୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଗାନ୍ଧୀ ଛକଠାରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଯୋଗାଣ ବିଭାଗ ପକ୍ଷରୁ ଅତର୍କିତ ଚଢାଉ କରାଯାଇଛି। ଏହି ଚଢ଼ାଉରେ ବାଲିଆପାଳରୁ…

କୋହଲି କ୍ରିକେଟର୍‌ ରୋନାଲ୍ଡୋ… କୋହଲିଙ୍କୁ ଜନ୍ମଦିନରେ ଛୁଟୁଛି ଶୁଭେଚ୍ଛାର ସୁଅ, ଜାଣନ୍ତୁ କିଏ କ’ଣ କହିଲେ

ନୂଆଦିଲ୍ଲୀ,୫।୧୧: ଭାରତୀୟ କ୍ରିକେଟର ରନ ମେସିନ ତଥା ‘କିଙ୍ଗ କୋହଲି’ ବିରାଟ କୋହଲିଙ୍କ ଆଜି ଜନ୍ମଦିନ। ନଭେମ୍ବର ୫ରେ ତାଙ୍କୁ ନେଇ କ୍ରିକେଟ ଜଗତରେ ଉତ୍ସାହ ଦେଖିବାକୁ…

ଏମିତି ରେକର୍ଡ ହାସଲ କଲେ ବିରାଟ କୋହଲି: ଆଗାମୀ ୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ଅତୁଟ!

ନୂଆଦିଲ୍ଲୀ,୫।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ରେକର୍ଡ। ଦିନିକିଆ କ୍ରିକେଟ୍‌ରେ ତୃତୀୟ ସ୍ଥାନରେ ବ୍ୟାଟିଂ କରି…

ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କଲେ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗର ଦାୟିତ୍ୱ

ଭୁବନେଶ୍ୱର,୫ା୧୧: ରାଜ୍ୟରେ ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ଗତିଶୀଳ ଏବଂ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଗୁରୁବାର ଏକ ବଡ଼ଧରଣର ଆଇଏଏସ୍ ସ୍ତରୀୟ ଅଦଳବଦଳ କରିଛନ୍ତି। ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?