ଅବପାତର ରୂପ ନେଲା ଲଘୁଚାପ

ଭୁବନେଶ୍ବର,୨।୧୨(ବ୍ୟୁରୋ): କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାଶର୍‌ବବର୍ତ୍ତୀ ଆଣ୍ଡାମାନ ସାଗରରେ ଅବପାତର ରୂପ ନେଇଛି। ଏହା ଗୋପାଳପୁରଠାରୁ ୧୦୨୦ କି.ମି. ଓ ପାରଦୀପଠାରୁ ୧୦୬୦ କି.ମି. ଦୂରରେ ରହିଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି।

ଶନିବାର ସକାଳେ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି । ତେବେ ଏହା କେଉଁଠୁ ଦିଗ ପରିବର୍ତ୍ତନ କରିବ ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri