ଆଜି ଅବପାତରେ ପରିଣତ ହେବ ଲଘୁଚାପ, ୨୭ରୁ ବର୍ଷିବ

ଭୁବନେଶ୍ୱର,୨୫ା୧୧: ସୋମବାର ଅବପାତରେ ପରିଣତ ହେବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷିବ।

ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଭାରତ ମହାସାଗର ନିକଟସ୍ଥ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି କ୍ରମଶଃ ଘନୀଭୂତ ହୋଇ ଆଜି ଆବପାତର ରୂପ ନେଇ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଏହା ପରବର୍ତ୍ତୀ ସମୟରେ ଘନୀଭୂତ ହୋଇ ତାମିଲନାଡୁ ଏବଂ ଶ୍ରୀଲଙ୍କାରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଓ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନ ତଥା ବିଶେଷ ଭାବେ ଉପକୂଳ ଓଡ଼ିଶାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri