୫୭୫ ଦିନ ପରେ ସର୍ବନିମ୍ନ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୨ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୬ ହଜାର ୩୧୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୧୮ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୬ ହଜାର ୯୦୬ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୪୦ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୭୮ ହଜାର ୧୯୦ ରହିଛି। ୫୭୫ ଦିନ ପରେ ଏହା ସର୍ବନିମ୍ନରେ ପହଞ୍ଚିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୭୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୬୪ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୨ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୮ ହଜାର ୩୨୫ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୩୮ କୋଟି ୯୫ ଲକ୍ଷ ୯୦ ହଜାର ୬୭୦ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୭ ଲକ୍ଷ ୫ ହଜାର ୩୯ ଜଣଙ୍କୁ ଟିକାଦାନ କରାଯାଇଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୨ ଲକ୍ଷ ୧ ହଜାର ୯୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri