୫୭୫ ଦିନ ପରେ ସର୍ବନିମ୍ନ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୨ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୬ ହଜାର ୩୧୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୧୮ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୬ ହଜାର ୯୦୬ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୪୦ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୭୮ ହଜାର ୧୯୦ ରହିଛି। ୫୭୫ ଦିନ ପରେ ଏହା ସର୍ବନିମ୍ନରେ ପହଞ୍ଚିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୭୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୬୪ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୨ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୮ ହଜାର ୩୨୫ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୩୮ କୋଟି ୯୫ ଲକ୍ଷ ୯୦ ହଜାର ୬୭୦ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୭ ଲକ୍ଷ ୫ ହଜାର ୩୯ ଜଣଙ୍କୁ ଟିକାଦାନ କରାଯାଇଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୨ ଲକ୍ଷ ୧ ହଜାର ୯୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚମ ପର୍ଯ୍ୟାୟ ଝାଡ଼ଖଣ୍ଡ ଭୋଟ ଆଜି: ୨୩ରେ ଭୋଟଗଣତି

ରାଞ୍ଚି,  ୨୦।୧୨(ପି.ଟି.):ଝାଡ଼ଖଣ୍ଡ ବିଧାନସଭାର ଚୂଡ଼ାନ୍ତ ପର୍ଯ୍ୟାୟ ଭୋଟ ଲାଗି ୨୦ରେ ମତଦାନ କରାଯିବ। ଏହି ପର୍ଯ୍ୟାୟରେ ୧୬ଟି ଆସନ ଲାଗି ଭୋଟଗ୍ରହଣ କରାଯିବାକୁ ଥିବାବେଳେ ମଇଦାନରେ...

କରୋନା ମହାମାରୀର ଭୟଙ୍କର ରୂପ ଆସିବ, ବିଲ୍‌ ଗେଟ୍‌ସଙ୍କ ଚେତାବନୀ…

ଓ୍ବାଶିଂଟନ୍‌, ୨।୫ : ମାଇକ୍ରୋସଫ୍ଟ କମ୍ପାନୀର ପ୍ରତିଷ୍ଠାତା ତଥା ଭେଟେରାନ ବିଲିୟନେୟାର ବିଲ ଗେଟ୍‌ସ ଚେତାବନୀ ଦେଇଛନ୍ତି ଯେ କରୋନା ମହାମାରୀର ପ୍ରକୃତ ରୂପକୁ ପୃଥିବୀ...

ବାରାକ ଓବାମା କରୋନା ପଜିଟିଭ୍‌, ନେଇଥିଲେ ବୁଷ୍ଟର ଡୋଜ୍‌…

ଓ୍ବାଶିଂଟନ,୧୪।୩ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା କରୋନା ପଜିଟିଭ୍‌ ହୋଇଛନ୍ତି। ସେ ବୁଷ୍ଟର ଡୋଜ୍‌ ମଧ୍ୟ ନେଇଥିଲେ। ନେଇ ଓବାମା ଟୁଇଟ୍‌ କରି...

ରୁଷିଆ ବିରୋଧୀ କଟକଣାରେ ସାମିଲ ହେଉ ଭାରତ

ନୂଆଦିଲ୍ଲୀ,୩୧ା୩: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କ ଏପ୍ରିଲରେ ସମ୍ଭାବ୍ୟ ଭାରତ ଗସ୍ତ ପୂର୍ବରୁ ଗୁରୁବାର ତାଙ୍କ ବହିର୍ବ୍ୟାପାର ସଚିବ ଲିଜ୍‌ ଟ୍ରୁସ୍‌ ଦିଲ୍ଲୀରେ ପହଞ୍ଚିଛନ୍ତି। ଭାରତର...

ଥରିଲା ପଶ୍ଚିମବଙ୍ଗ

କୋଲକାତା, ୨୬।୮: ପଶ୍ଚିମବଙ୍ଗରେ ବୁଧବାର ସକାଳ ୭ଟା ୫୪ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ଥିବା ଜାତୀୟ ଭୂବିଜ୍ଞାନ ଗବେଷଣା...

ଟିକା ପରେ ଭାରତରେ ପ୍ରଥମ ମୃତ୍ୟୁ

ନୂଆଦିଲ୍ଲୀ/ଲକ୍ଷ୍ନୌ, ୧୯ା୧(ପି.ଟି.): ଉତ୍ତରପ୍ରଦେଶର ମୋରାଦାବାଦରେ କୋଭିଡ୍‌ ଟିକା ନେବାର ଦିନକ ପରେ ଜଣେ ୪୬ ବର୍ଷୀୟ ସ୍ବାସ୍ଥ୍ୟକର୍ମୀଙ୍କର ମୃତ୍ୟୁ ଘଟିଛି। ଭାରତରେ ଶନିବାରଠାରୁ କୋଭିଡ୍‌ ଟିକାକରଣ...

କ୍ୟାବିନେଟ ବୈଠକରେ ଯୋଗଦେଲେନି ସିଦ୍ଧୁ

ଅମୃତସର, ୬।୬: ଭାଜପା ଛାଡି କଂଗ୍ରେସ ଯୋଗ ଦେବା ପରେ ନବଜୋତ ସିଂ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ପଞ୍ଜାବ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା...

ଦଳ ଛାଡିଲେ ୟୁପି ଉପବାଚସ୍ପତି

ନୂଆଦିଲ୍ଲୀ,୧୯।୧: ଉତ୍ତରପ୍ରଦେଶର ଉପବାଚସ୍ପତି ତଥା ସମାଜବାଦୀ ପାର୍ଟିର ବିଧାୟକ ନୀତିନ ଅଗ୍ରୱାଲ ବୁଧବାର ସମାଜବାଦୀ ପାର୍ଟି ଛାଡିଛନ୍ତି। ନିକଟରେ ଉତ୍ତରପ୍ରଦେଶର ଏକ ଭାଜପା ରାଲିରେ ଅମିତ...

Advertisement
Archives

Model This Week