ଏମିତି ଦେଶ, ଯେଉଁଠି ସବୁଠୁ ଶସ୍ତାରେ ମିଳେ ପେଟ୍ରୋଲ

କାରାକସ୍‌,୨୮।୨: ଆଜିକାଲି ଆମ ଦେଶରେ ପେଟ୍ରୋଲ, ଡିଜେଲ ଦର ଆକାଶଛୁଆଁ ହେଲାଣି। ଏମିତିକି ଆମ ଦେଶର କିଛି ସହରରେ ପେଟ୍ରୋଲ ଦାମ୍‌ ଲିଟର ପ୍ରତି ୧୦୦ ଟଙ୍କା ଉପରେ ରହିଛି। ମାତ୍ର ବିଶ୍ୱରେ କିଛି ଦେଶ ଅଛି, ଯେଉଁଠି ପେଟ୍ରୋଲ ଦାମ୍‌ ବହୁତ ଶସ୍ତା। ପାଣିର ଦାମ୍‌ ଯେତିକି ଏଠାରେ ତେଲ ଦାମ୍‌ ମଧ୍ୟ ସେତିକି।

ଏମିତି ଦେଶ ହେଉଛି ଭେନଜୁଏଲା। ଏଠାରେ ସବୁଠୁ ଶସ୍ତାରେ ପେଟ୍ରୋଲ ମିଳେ। ଏଠାରେ ପେଟ୍ରୋଲର ଦାମ୍‌ ୧ ଟଙ୍କା ୪୫ ପଇସା। ୨୦୧୮ ମସିହାରେ ଏହି ଦେଶରେ ମାତ୍ର ୬୭ ପଇସାରେ ୧ ଲିଟର ପେଟ୍ରୋଲ ମିଳୁଥିଲା। କାରଣ ଏଠାରେ ବିଶ୍ୱର ସବୁଠୁ ବଡ଼ ତୈଳଭଣ୍ଡାର ରହିଛି। ସୁଦୃଢ଼ ଆର୍ଥିକ ବ୍ୟବସ୍ଥା ଯୋଗୁ ସରକାର ଇନ୍ଧନ ପ୍ରତି ସବ୍‌ସିଡି ଦେଇଥାନ୍ତି। ଏହାବ୍ୟତୀତ ଇରାନ, ଦକ୍ଷିଣ-ପଶ୍ଚିମ ଆଫ୍ରିକା, କୁଏତ ଆଦି ଦେଶରେ ବି ଶସ୍ତାରେ ପେଟ୍ରୋଲ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତୀୟ ଅଧିକ ସଚେତନ

ଓ୍ବାଶିଂଟନ,୧୨।୫: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ସାମାଜିକ ଦୂରତା ବଜାୟ ରଖିବା ଏବଂ ଅନ୍ୟ କେତେକ ସଚେତନତା ପାଳନ କରିବା ଦ୍ୱାରା...

କ୍ୟାପିଟୋଲ ଆକ୍ରମଣ: ପୋଲିସ ଅଫିସର ନିହତ

ଓ୍ବାଶିଂଟନ, ୪।୪: ଆମେରିକାର ଓ୍ବାଶିଂଟନ ଡିସିସ୍ଥିତ ସଂସଦ ଭବନ କ୍ୟାପିଟୋଲରେ ଶୁକ୍ରବାର ଚଳିତ ବର୍ଷ ଦ୍ୱିତୀୟ ଆକ୍ରମଣ ଘଟିଥିଲା। ଜଣେ ଯୁବକ ନିଜ କାର୍‌କୁ କ୍ୟାପିଟୋଲ...

ଦେଖନ୍ତୁ ବୁଲେଟ୍‌ ଟ୍ରେନ୍‌ରେ କିପରି ବସିଲା ମାଙ୍କଡ଼

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଦେଖି ହସର ଖୋରାକ ଯୋଗାଉଥିବା ବେଳେ...

କ୍ରିସ୍‌ମାସ ପାଇଁ ପ୍ରସ୍ତୁତ ବେଥଲହମ

ବେଥଲହମ,୨୪।୧୨: ପ୍ରଭୁ ଯୀଶୁଙ୍କ ଜନ୍ମସ୍ଥାନ କୁହାଯାଉଥିବା ବେଥଲହମ କ୍ରିସ୍‌ମାସ ପାଇଁ ବିଶ୍ୱବାସୀଙ୍କୁ ସ୍ବାଗତ କରିବାକୁ ପ୍ରସ୍ତୁତ ହୋଇ ସାରିଲାଣି। ଇସ୍ରାଏଲ କବଜାରେ ଥିବା ଓ୍ବେଷ୍ଟ ବ୍ୟାଙ୍କର...

ମୁଣ୍ଡ ନୁଆଁଇ ଅତିଥିଙ୍କୁ ସ୍ବାଗତ କରୁଛି ହରିଣ

ସୋସିଆଲ ମିଡିଆରେ ପ୍ରାୟ ସମୟରେ ଓ୍ବାଇଲ୍ଡ ଲାଇଫ୍‌ ଭିଡିଓ ଶେୟାର ହୋଇଥାଏ। ଏହି ଭିଡିଓକୁ ଲୋକେ ଖୁବ୍‌ ପସନ୍ଦ ମଧ୍ୟ କରିଥାନ୍ତି। ଏବେ ଏକ ହରିଣର...

ଆମେରିକାରେ ୪ ଲକ୍ଷ ଉପରେ ଆକ୍ରାନ୍ତ

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୯।୪: ବିଶ୍ୱ ଏବେ କରୋନା କବଳିତ। ଚାରିଆଡ଼େ ତ୍ରାହି ତ୍ରାହି ଡାକ। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିଲେ ବି ଏଭଳି ଯମଯନ୍ତ୍ରଣାରୁ ମୁକୁଳିବା ଲାଗି ଅଣ୍ଟା...

ପୁସ୍ତକ ‘ଦି ଆବ୍‌ସେଣ୍ଟ ଡାଇଲଗ୍‌’ରେ ଯୁକ୍ତି: ସଶସ୍ତ୍ର ବଳର ନେତୃତ୍ୱ ନେବାରେ ସକ୍ଷମ ନ ଥିଲେ ନେହେରୁ

ନୂଆଦିଲ୍ଲୀ: ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ସଶସ୍ତ୍ର ବଳର ନେତୃତ୍ୱ ନେବାକୁ ସକ୍ଷମ ନ ଥିଲେ ଅଥବା ତାକୁ ଦକ୍ଷତାର ପରିଚଳାନା କରି ନ...

ଲକ୍‌ଡାଉନ୍‌କୁ ବିରୋଧ: ୧୫୫ ଗିରଫ

ଲଣ୍ଡନ,୨୯।୧୧: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବ୍ରିଟେନ୍‌ରେ ପୁଣିଥରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହା ଡିସେମ୍ବର ୨ ପର୍ଯ୍ୟନ୍ତ ବଳବତ୍ତର ରହିବ। ସୁରକ୍ଷା ଦୃଷ୍ଟିରୁ...

Advertisement

BGU

Archives

Model This Week

Why Dharitri