Posted inଜାତୀୟ

ଏଲପିଜି ସିଲିଣ୍ଡର ମିଳିବ ୪୭୪ ଟଙ୍କାରେ, ମୁଖ୍ୟମନ୍ତ୍ରୀ କଲେ ଘୋଷଣା…

ରାୟପୁର,୩୧।୧୦ : ଛତିଶଗଡ ବିଧାନସଭା ନିର୍ବାଚନ ନେଇ କଂଗ୍ରେସ କ୍ରମାଗତ ଭାବରେ ବିଭିନ୍ନ ଘୋଷଣା କରୁଛି। ନିର୍ବାଚନ ବୈଠକରେ ଏପର୍ଯ୍ୟନ୍ତ ୧୭ ଟି ଘୋଷଣା କରିଛନ୍ତି। ଆଜି ଟୁଇଟ କରି ଦଳ ପକ୍ଷରୁ ଶସ୍ତା ଗ୍ୟାସ ସିଲିଣ୍ଡର ଦେବା ବିଷୟରେ ସୂଚିତ କରଯୋଇଛି। ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ଟୁଇଟ କରି ଲେଖିଛନ୍ତି ଦେଶର ସବୁଠାରୁ ଶସ୍ତା ସିଲିଣ୍ଡର ଛତିଶଗଡରେ ଉପଲବ୍ଧ ହେବ। ସିଲିଣ୍ଡରର ମୂଲ୍ୟ ମାତ୍ର ୪୭୪ ଟଙ୍କାରେ ଉପଲବ୍ଧ ହେବ ବୋଲି ସେ କହିଛନ୍ତି।

ପ୍ରାୟ ଦୁଇମାସ ପୂର୍ବେ ଅଗଷ୍ଟ ୩୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ଟଙ୍କା ହ୍ରାସ କରିଥିଲେ। ଏହା ପରେ, ବର୍ତ୍ତମାନ ୧୪.୨ କିଲୋଗ୍ରାମ ଘରୋଇ ଏଲପିଜି ସିଲିଣ୍ଡର ଦିଲ୍ଲୀରେ ୯୦୩ଟଙ୍କାରେ ଉପଲବ୍ଧ ହେଉଛି। ରାୟପୁରରେ ସିଲିଣ୍ଡରର ମୂଲ୍ୟ ୯୭୪ ଟଙ୍କାକୁ ଆସିଛି। ତେବେ କଂଗ୍ରେସ ସରକାର କ୍ଷମତାକୁ ଆସିଲେ ଶସ୍ତା ସିଲିଣ୍ଡର ଯୋଗାଇ ଦିଆଯିବ ବୋଲି ଘୋଷଣା କରି ସିଏମ ଭୁପେଶ ବଘେଲ ଏକ ମାଷ୍ଟର ଷ୍ଟ୍ରୋକ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri