ବଢ଼ିଲା ଗ୍ୟାସ୍‌ ଦର, ଜାଣନ୍ତୁ କେଉଁ ସହରରେ କେତେ ଥିଲା କେତେ ହେଲା…

ନୂଆଦିଲ୍ଲୀ,୧ା୧୧: ଯେତେବେଳେ ସମଗ୍ର ଦେଶ ଦୀପାବଳି ମହୋତ୍ସବରେ ମାତିଥାନ୍ତି ସେତେବେଳେ ସରକାରୀ ତୈଳ କମ୍ପାନୀଗୁଡିକ ମୁଦ୍ରାସ୍ଫୀତି ଉପରେ ଏକ ବଡ଼ ଝଟ୍‌କା ଦେଇଛନ୍ତି। ଏହି କମ୍ପାନୀଗୁଡ଼ିକ ଏଲ୍‌ପିଜି ସିଲିଣ୍ଡର ମୂଲ୍ୟରେ ବୃଦ୍ଧି ଘୋଷଣା କରିଛନ୍ତି।

ସରକାରୀ ତୈଳ କମ୍ପାନୀଗୁଡ଼ିକ ମାସର ପ୍ରଥମ ଦିନରେ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ସମୀକ୍ଷା କରନ୍ତି। ଆଜିଠାରୁ ନୂଆ ମାସ ଆରମ୍ଭ ହେଉଛି। ଦେଶର ଅନେକ ସହରରେ ଆଜି ଦୀପାବଳି ପାଳନ କରାଯାଉଛି। ତେଣୁ ଏହି ମାସର ପ୍ରଥମ ସପ୍ତାହରେ ଛଟ୍‌ ପର୍ବ ପାଳନ କରାଯିବ। ଏହି ମାସରୁ ବିବାହ ଋତୁ ମଧ୍ୟ ଆରମ୍ଭ ହେଉଛି।

ନଭେମ୍ବର ୧ରୁ ୧୯ କିଲୋଗ୍ରାମ ବ୍ୟବସାୟିକ ଏଲ୍‌ପିଜି ଗ୍ୟାସ୍‌ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରାଯାଇଛି।ଇଣ୍ଡିଆନ ଅଏଲ ନଭେମ୍ବର ୧ରୁ ବାଣିଜି୍ୟକ ଏଲ୍‌ପିଜି ଗ୍ୟାସ୍‌ ସିଲିଣ୍ଡରର ମୂଲ୍ୟ ୬୨ ଟଙ୍କା ବୃଦ୍ଧି କରିଛନ୍ତି। ଆଜିଠାରୁ ସିଲିଣ୍ଡର ପିଛା ୧୮୦୨ ଟଙ୍କାରେ ବିକ୍ରି ହେବ। ପୂର୍ବରୁ ଏହାର ମୂଲ୍ୟ ୧୭୪୦ ଟଙ୍କା ଥିଲା।

ଜାଣନ୍ତୁ କେଉଁ ସହରରେ କେତେ ଥିଲା କେତେ ହେଲା

ଦିଲ୍ଲୀରେ ୧୯ କିଲୋଗ୍ରାମ ସିଲିଣ୍ଡରର ମୂଲ୍ୟ ୧୭୪୦ରୁ ୧୮୦୨ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି କୋଲକାତାରେ ଗାସ୍‌ ଦର ୧୮୫୦ ଟଙ୍କା ଥିବା ବେଳେ ଏବେ ୧୯୧୧ ଟଙ୍କା ୫୦ ପଇସାକୁ ବୃଦ୍ଧି ପାଇଛି। ମୁମ୍ବାଇରେ ବ୍ୟବସାୟିକ ଏଲ୍‌ପିଜି ସିଲିଣ୍ଡରର ନୂତନ ମୂଲ୍ୟ୧୬୯୨ ଟଙ୍କା ୫୦ ପଇସାରୁ ୧୭୫୪ଟଙ୍କା ୫୦ ପଇସାକୁ ବୃଦ୍ଧି ପାଇଛି। ଚେନ୍ନାଇରେ ବ୍ୟବସାୟିକ ଏଲ୍‌ପିଜି ସିଲିଣ୍ଡର ଗ୍ୟାସ୍‌ ବର୍ତ୍ତମାନ ୧୯୬୪ ଟଙ୍କା ୫୦ ପଇସାରେ ବିକ୍ରି ହେବ। ଯାହା ପୂର୍ବରୁ ୧୯୦୩ ଟଙ୍କା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?