Posted inଜାତୀୟ

ପୁଣି ବଢିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୮: ପୁଣି ରୋଷେଇ ଗ୍ୟାସ ମୂଲ୍ୟ ବୃଦ୍ଧି ପାଇଛି। ସରକାରୀ ତୈଳ କମ୍ପାନୀଗୁଡିକ ସିଲିଣ୍ଡର ପିଛା ମୂଲ୍ୟ ୭୩.୫ ଟଙ୍କା ବୃଦ୍ଧି କରିଛନ୍ତି। ଦିଲ୍ଲୀରେ ୧୯ କିଲୋଗ୍ରାମ ବାଣିଜି୍ୟକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧୫୦୦ ରୁ ୧୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଜୁଲାଇ ମାସରେ ତୈଳ କମ୍ପାନୀଗୁଡିକ ସିଲିଣ୍ଡର ପିଛା ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟ ୨୫.୫୦ ବୃଦ୍ଧି କରିବାକୁ ଘୋଷଣା କରିଥିଲେ। ଜାତୀୟ ରାଜଧାନୀ ଦିଲ୍ଲୀରେ ୧୪.୨ କିଲୋଗ୍ରାମ ଅଣ ସବସିଡିଯୁକ୍ତ ଏଲପିଜି ସିଲିଣ୍ଡର ମୂଲ୍ୟ ରହିଛି। ୮୩୪.୫୦ ଟଙ୍କା ଥିବାବେଳେ ମୁମ୍ବାଇରେ ଏକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୮୩୪.୫୦ ଟଙ୍କା, କୋଲକାତାରେ ୮୬୧ ଟଙ୍କା ଏବଂ ଚେନ୍ନାଇରେ ସିଲିଣ୍ଡର ପିଛା ୮୫୦.୫୦ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆଇଆଇଟି ମାଡ୍ରାସରେ ଛାତ୍ର ଆତ୍ମହତ୍ୟା

ଚେନ୍ନାଇ,୨୧।୪: ଚେନ୍ନାଇସ୍ଥିତ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି (ଆଇଆଇଟି)ରେ ପୁଣି ଏକ ଅଘଟଣ ଘଟିଛି। ହଷ୍ଟେଲ ରୁମ୍‌ରୁ ଜଣେ ଛାତ୍ରଙ୍କ ମୃତଦେହ ପୋଲିସ ଜବତ କରିଛି।...

କୋଭିଡ-୧୯କୁ ହରାଇବାକୁ ଜରୁରୀ ଥିଲା ଲକ୍‌ଡାଉନ: ଲଭ ଅଗ୍ରଓ୍ବାଲ

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ନେଇ ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର...

ସିଜେଆଇଙ୍କ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ: ତଦନ୍ତ ଶେଷ, ସେପ୍ଟେମ୍ବରରେ ରିପୋର୍ଟ

ନୂଆଦିଲ୍ଲୀ,୨୨ା୮: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ବିରୋଧରେ ବଡ଼ ଷଡ଼ଯନ୍ତ୍ର ଅଭିଯୋଗର ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଜଣିକିଆ କମିଟି ଏହାର...

ଗୁରମିତ୍‌ ରାମରହିମଙ୍କ ସମର୍ଥନରେ ବାହାରିଲେ ହରିୟାଣା ସରକାର

ଚଣ୍ଡିଗଡ, ୨୬।୬:ବଳାତ୍କାର ମାମଲାରେ ଜେଲଦଣ୍ଡ ଭୋଗୁଥିବା ରାମ ରହିମ ୪୨ ଦିନ ପାରୋଲରେ ଯିବା ପାଇଁ ଆବେଦନ କରିବା ପରେ ହରିୟାଣାରେ ରାଜନୈତିକ ପାଣିପାଗ ଉଷ୍ମ...

ଆକ୍ସନ ମୁଡରେ କେନ୍ଦ୍ର ସରକାର: ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୬।୪: ମହାମାରୀ କରୋନାର ଦ୍ୱିତୀୟ ଲହର ଏବେ ଦେଶରେ ବେଲଗାମ ହେବାରେ ଲାଗିଛି। ଗତ ବର୍ଷ ତୁଳନାରେ ଏହି ବର୍ଷ ସମସ୍ତ ରେକର୍ଡ ଭାଙ୍ଗିଛି। ପ୍ରତିଦିନ...

ଚିନ୍ତା ବଢାଇଲାଣି ରାଜଧାନୀର ସଂକ୍ରମଣ, ୨୪ ଘଣ୍ଟାରେ ୧୦୯୪ ନୂଆ ସଂକ୍ରମିତ, ୨ ମୃତ

ନୂଆଦିଲ୍ଲୀ,୨୪ ।୪: ରାଜଧାନୀରେ ଦ୍ରୁତ ଗତିରେ ବଢି ଚାଲିଥିବା କରୋନା ସଂକ୍ରମଣ ଚିନ୍ତା ବଢାଇଲାଣି । ଗତ ୨୪ ଘଣ୍ଟାରେ ୧୦୯୪ ନୂଆ ସଂକ୍ରମିତ ଚିହ୍ନଟ...

ଜାନୁଆରୀ ୨୬ରେ ସାରା ଦେଶରେ ଟ୍ରାକ୍ଟର ମାର୍ଚ୍ଚ: କୃଷକ ନେତା

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କୃଷକ ସଂଘ (ବି.କେ.ୟୁ) ନେତା ରାକେଶ ଟିକାଏତ ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଜାନୁଆରୀ ୨୬ରେ ସାରା ଦେଶରେ ଟ୍ରାକ୍ଟର ମାର୍ଚ୍ଚ...

ଭୟଭୀତ ଅଛନ୍ତି ମମତା ବାନାର୍ଜୀ: ଜେପି ନଡ୍ଡା

କୋଲକତା,୩୧।୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ବୁଧବାର ଭାରତୀୟ ଜନତା ପାର୍ଟି ସଭାପତି ଜେପି ନଡ୍ଡା ଏକ ନିର୍ବାଚନ ରାଲିକୁ ସମ୍ବୋଧିତ...

Advertisement
Archives

Model This Week