Posted inଜାତୀୟ

କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୮: ଅଗଷ୍ଟ ମାସ ଆରମ୍ଭରୁ ଏଲପିଜି ସିଲିଣ୍ଡରର ମୂଲ୍ୟରେ ପରିବର୍ତ୍ତନ ଆସିଛି। ଏଥର କମର୍ସିଆଲ ଏଲପିଜି ସିଲିଣ୍ଡର ମୂଲ୍ୟରେ ୧୦୦ ଟଙ୍କା ହ୍ରାସ ପାଇଛି। ଏହି ପରିବର୍ତ୍ତନ ଯୋଗୁ ଦେଶର ରାଜଧାନୀ ନୂଆଦିଲ୍ଲୀରେ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୬୮୦ ଟଙ୍କାକୁ ବୃଦ୍ଧି ପାଇଛି। ଏହାପୂର୍ବରୁ କମର୍ସିଆଲ ଗ୍ୟାସ ସିଲିଣ୍ଡରର ମୂଲ୍ୟ ଜୁଲାଇ ୪ରେ ୧୭୮୦ ଟଙ୍କାରେ ପହଞ୍ଚିଥିଲା।
କୋଲକାତାରେ କମର୍ସିଆଲ ୧୯ କିଲୋଗ୍ରାମ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୯୩ ଟଙ୍କା ହ୍ରାସ ପାଇଛି ଏବଂ ବର୍ତ୍ତମାନ ବ୍ୟବସାୟିକ ସିଲିଣ୍ଡର ୧୮୦୨.୫୦ ଟଙ୍କାରେ ଏଠାରେ ଉପଲବ୍ଧ ହେବ। ମୁମ୍ବାଇରେ ଏହି ସିଲିଣ୍ଡର ବର୍ତ୍ତମାନ ୧୬୪୦.୫୦ ଟଙ୍କାରେ ବିକ୍ରି ହେବ। ଚେନ୍ନାଇରେ କମର୍ସିଆଲ ସିଲିଣ୍ଡରର ମୂଲ୍ୟ ୧୮୫୨.୫୦ ଟଙ୍କାକୁ ବୃଦ୍ଧି ପାଇଛି।
ମାର୍ଚ୍ଚରୁ ଘରୋଇ ଗ୍ୟାସର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ମାର୍ଚ୍ଚରେ ୧୪.୨ କିଲୋଗ୍ରାମ ଘରୋଇ ଏଲପିଜି ମୂଲ୍ୟ ୫୦ ଟଙ୍କା ବୃଦ୍ଧି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?