LPG Price Down: ମେ’ ଆରମ୍ଭରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର,ଜାଣନ୍ତୁ ନୂଆ ରେଟ୍‌…

ନୂଆଦିଲ୍ଲୀ,୧।୫: ମେ’ ପହିଲାରୁ କମିଲା ଏଲ୍‌ପିଜି ସିଲିଣ୍ଡର ଦର। ଗ୍ରାହକଙ୍କୁ ମିଳିଲା ଆଶ୍ୱସ୍ତି। ଯଦିଓ ଘରୋଇ ବ୍ୟବହାର ପାଇଁ ୧୪.୨ କିଲୋଗ୍ରାମ ଏଲପିଜି ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ, କିନ୍ତୁ ୧୯ କିଲୋଗ୍ରାମ ସିଲିଣ୍ଡର ଏବେ ପୂର୍ବ ଅପେକ୍ଷା ଶସ୍ତାରେ ଉପଲବ୍ଧ ହେବ।
ନୂତନ ଅପଡେଟ ଅନୁସାରେ, ଦିଲ୍ଲୀରେ ଏବେ ଗ୍ରାହକମାନଙ୍କୁ ୧୯ କିଲୋଗ୍ରାମ ଗ୍ୟାସ ସିଲିଣ୍ଡର ପାଇଁ ୧୭୪୭.୫୦ ଟଙ୍କା ଦେବାକୁ ପଡିବ। ଏପ୍ରିଲରେ ସମାନ ସିଲିଣ୍ଡର ୧୭୬୨ ଟଙ୍କାରେ ଉପଲବ୍ଧ ଥିଲା, ଯେତେବେଳେ କି ମାର୍ଚ୍ଚରେ ଏହାର ମୂଲ୍ୟ ୧୮୦୩ ଟଙ୍କା ଥିଲା। ଏହାର ଅର୍ଥ ହେଉଛି ଗତ ଗୋଟିଏ ମାସରେ ୧୪.୫ ଟଙ୍କା ଏବଂ ଦୁଇ ମାସରେ ମୋଟ ୫୫.୫ ଟଙ୍କା ହ୍ରାସ ପାଇଛି। ଏହି ହ୍ରାସ ବିଶେଷକରି ହୋଟେଲ, ରେଷ୍ଟୁରାଣ୍ଟ ଏବଂ ବାଣିଜି୍ୟକ ବ୍ୟବହାରକାରୀଙ୍କ ପାଇଁ ଏକ ଆଶ୍ୱସ୍ତିର ଖବର।
କେଉଁ ସହରରେ ମୂଲ୍ୟ କେତେ ହ୍ରାସ ପାଇଲା?
ଦିଲ୍ଲୀ: ₹୧,୭୪୭.୫୦ (ଏପ୍ରିଲରେ ₹୧,୭୬୨ ରୁ ହ୍ରାସ)
କୋଲକାତା: ₹୧,୮୫୧.୫୦ (₹୧,୮୬୮.୫୦ ରୁ ହ୍ରାସ)
ମୁମ୍ବାଇ: ₹୧,୬୯୯ (₹୧,୭୧୩.୫୦ ରୁ ହ୍ରାସ)
ଚେନ୍ନାଇ: ₹୧,୯୦୬.୫୦ (₹୧,୯୨୧.୫୦ ରୁ ହ୍ରାସ)
ଏହା ଲଗାତାର ଦୁଇ ମାସ ମଧ୍ୟରେ ବାଣିଜ୍ୟିକ ଏଲପିଜି ଦରରେ ଦ୍ୱିତୀୟ ହ୍ରାସ ପାଇଛି। ୧ ଏପ୍ରିଲରେ ଦିଲ୍ଲୀରେ ସିଲିଣ୍ଡର ମୂଲ୍ୟ  ୪୧ ହ୍ରାସ ପାଇଥିଲା, ଏବଂ ଏବେ ପୁଣି ଥରେ୧୪.୫୦ ହ୍ରାସ ପାଇଛି।
ଘରୋଇ ଏଲ୍‌ପିଜି ମୂଲ୍ୟ ସ୍ଥିର:
ଘରୋଇ ଏଲପିଜି ମୂଲ୍ୟ ଶେଷ ଥର ପାଇଁ ୮ ଏପ୍ରିଲ ୨୦୨୫ରେ ପରିବର୍ତ୍ତନ କରାଯାଇଥିଲା, ଯେତେବେଳେ ପ୍ରାୟ ଗୋଟିଏ ବର୍ଷ ଧରି ସ୍ଥିରତା ପରେ ୧୪.୨ କିଲୋଗ୍ରାମର ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୫୦ ଟଙ୍କା ବୃଦ୍ଧି କରାଯାଇଥିଲା। ଆପଣ ତଳେ ମେ ୧ ତାରିଖ ପର୍ଯ୍ୟନ୍ତ ଘରୋଇ ସିଲିଣ୍ଡରର ମୂଲ୍ୟ ଦେଖିପାରିବେ।
ଦିଲ୍ଲୀ: ₹୮୫୩
କୋଲକାତା: ₹୮୭୯
ମୁମ୍ବାଇ: ₹୮୫୨.୫୦
ଚେନ୍ନାଇ: ₹୮୬୮.୫୦

Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri