୫୦ ଟଙ୍କା ମହଙ୍ଗା ହେଲା ଗ୍ୟାସ

ନୂଆଦିଲ୍ଲୀ:  ଦର ବୃଦ୍ଧି ସାଧାରଣ ଲୋକଙ୍କ ନିଦ ହଜାାଇ ଦେଇଛି। ଏଲପିଜି ଗ୍ୟାସ୍‌ ସିଲିଣ୍ଡର ପିଛା ଦର ଆଉ ୫୦ ଟଙ୍କା ମହଙ୍ଗା ହୋଇଛି। ସବସିଡି ଗ୍ୟାସ୍‌ ସିଲିଣ୍ଡରରେ ଏହି ମୂଲ୍ୟ ବୃଦ୍ଧି ହୋଇଥିବା ବେଳେ ରବିବାର ମଧ୍ୟ ରାତ୍ରରୁ ନୂଆଦିଲ୍ଲୀରେ ନୂଆ ଦର ଲାଗୁ ହେବ ବୋଲି ଘୋଷଣା କରାଯାଇଛି। ବର୍ଦ୍ଧିତ ଦର ବୃଦ୍ଧି ପରେ ଦିଲ୍ଲୀରେ ୧୪.୨ କେଜି ଓଜନର ସବସିଡାଇଜଡ୍‌ ଗ୍ୟାସ ସିଲଣ୍ଡର ପିଛା ଦର ୭୬୯ଟଙ୍କାରେ ପହଞ୍ଚିବ। ରାଜଧାନୀ ଦିଲ୍ଲୀରେ ସବସିଡି ଥିବା ଗ୍ୟାସ୍‌ ସିଲିଣ୍ଡର ପ୍ରତି ମୂଲ୍ୟ ୭୬୯ ଟଙ୍କା ହୋଇଛି। ସେପଟେ ଭୁବନେଶ୍ୱରରେ ଗ୍ୟାସ ଦର ୭୪୫ ଟଙ୍କା ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଞ୍ଜି ପ୍ରତ୍ୟାହାରରୁ ୧.୦୫ ଲକ୍ଷ କୋଟି ସଂଗ୍ରହ ଲକ୍ଷ୍ୟ

ନୂଆଦିଲ୍ଲୀ,୨-୧୦: ସରକାର ଚଳିତ ବର୍ଷ ବିଭିନ୍ନ ରାଷ୍ଟ୍ରାୟତ୍ତ ସଂସ୍ଥାଗୁଡିକରୁ ପୁଞ୍ଜି ପ୍ରତ୍ୟାହାର କରିବାକୁ ଯୋଜନା ରଖିଛନ୍ତି। ଚଳିତ ଆର୍ଥତ୍କବର୍ଷ ଏହି ଉଦ୍ୟୋଗଗୁଡିକର ଅଂଶଧନ ବିକ୍ରିରୁ ପ୍ରାୟ...

ରେକର୍ଡ ନିମ୍ନ ସ୍ତରକୁ ଖସିଲା ମାନୁଫାକ୍ଚରିଂ

ନୂଆଦିଲ୍ଲୀ,୫।୫:ବର୍ତ୍ତମାନ କରୋନାକୁ ପ୍ରତିରୋଧ କରିବା ଲାଗି ସାରା ବିଶ୍ୱରେ ଆର୍ଥତ୍କ କାର୍ଯ୍ୟକଳାପ ବନ୍ଦ ରହିଛି। ଏଭଳି ସ୍ଥିତିରେ ଏପ୍ରିଲରେ ଦେଶର ମାନୁଫାକ୍ଚରିଂ କାର୍ଯ୍ୟକଳାପ ରେକର୍ଡ ନିମ୍ନ...

ନୀରବ ମୋଦିଙ୍କ ପ୍ରତ୍ୟପଣ ଶୁଣାଣି ଆରମ୍ଭ

ନୂଆଦିଲ୍ଲୀ,୧୨।୫: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ୧୩,୦୦୦ କୋଟି ଋଣ ଠକେଇ ମାମଲାରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତି ନୀରବ ମୋଦିଙ୍କ ପ୍ରତ୍ୟପଣ ମାମଲା ଲଣ୍ଡନରେ ଶୀଘ୍ର ଆରମ୍ଭ...

ବ୍ରାଣ୍ଡ ଫ୍ୟାକ୍ଟ୍ରି କଟକ ଷ୍ଟୋରରେ ଫ୍ରି ସପିଙ୍ଗ ଓ୍ବିକେଣ୍ଡ

ଭୁବନେଶ୍ୱର,୩୦-୧୧: ବ୍ରାଣ୍ଡ ଫ୍ୟାକ୍ଟି କଟକ ଷ୍ଟୋର ପକ୍ଷରୁ ପ୍ରଥମଥର ଲାଗି ଫ୍ରି ସପିଙ୍ଗ ଓ୍ବିକେଣ୍ଡ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଡିସେମ୍ବର ୪ରୁ ୮ ତାରିଖ...

ପୀୟୂଷ ଗୋୟଲଙ୍କ ସହ ମତଭେଦ ଯୋଗୁ ପଦ ଛାଡ଼ିଥିଲେ ଉର୍ଜିତ

ନୂଆଦିଲ୍ଲୀ,୧।୮ : ପୀୟୂଷ ଗୋୟଲଙ୍କ ସହ ମତଭେଦ ଯୋଗୁ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଉର୍ଜିତ ପଟେଲ ତାଙ୍କ ପଦବୀରୁ ଇସ୍ତଫା ଦେଇଥିଲେ। ଉର୍ଜିତ ସିଧାସଳଖ...

ଆଇଡିବିଆଇ ବ୍ୟାଙ୍କକୁ ମିଳିବ ୯୩୦୦ କୋଟି ପୁଞ୍ଜି ସହାୟତା

ନୂଆଦିଲ୍ଲୀ, ୪-୯: ଆଇଡିବିଆଇ ବ୍ୟାଙ୍କକୁ କେନ୍ଦ୍ର ସରକାର ୯,୩୦୦ କୋଟି ଟଙ୍କାର ପୁଞ୍ଜି ସହାୟତା ପ୍ରଦାନ କରିବେ। ବ୍ୟାଙ୍କର ପୁଞ୍ଜିକୁ ବୃଦ୍ଧି କରିବା ତଥା ଏହାକୁ...

କରୋନାଭାଇରସ ଭୟ: ବନ୍ଦ ରହିଲା ମୋବାଇଲ ଓ୍ବାର୍ଲଡ କଂଗ୍ରେସ ୨୦୨୦

ବାର୍ସିଲୋନା,୧୩।୨: କରୋନାଭାଇରସର ଭୟାବହତା ଏବେ ସାରା ବିଶ୍ୱକୁ ଏକ ପ୍ରକାର ଭୟଭିତ କରି ରଖିଛି। ଏହି ପ୍ରାଣଘାତୀ ଭୂତାଣୁ ଯୋଗୁ ପ୍ରତିଦିନ ମୃତକ ଓ ସଂକ୍ରମିତଙ୍କ...

ଡିଜିଟାଲ ପେମେଣ୍ଟ ଭିତ୍ତିଭୂମିକୁ ମିଳିବ ପ୍ରୋତ୍ସାହନ

ମୁମ୍ବାଇ,୬-୧୦: ଡିଜିଟାଲ ପେମେଣ୍ଟ ଭିତ୍ତିଭୂମିକୁ ପ୍ରୋତ୍ସାହିତ କରିବା ଲାଗି ରିଜର୍ଭ ବ୍ୟାଙ୍କ ଶନିବାର ଘୋଷଣା କରିଛି। କ୍ଷୁଦ୍ର ବ୍ୟବସାୟ ପ୍ରତିଷ୍ଠାନଗୁଡିକରେ ଭିତ୍ତିଭୂମି ନିର୍ମାଣକୁ ରିଜର୍ଭ ବ୍ୟାଙ୍କ...

Advertisement


Archives

Model This Week