Posted inଜାତୀୟ

କମିଲା ଏଲପିଜି ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୧ ।୮: ଏଲପିଜି ସିଲିଣ୍ଡର ବ୍ୟବହାରକାରୀଙ୍କ ପାଇଁ ଖୁସି ଖବର । କମର୍ସିଆଲ(୧୯ କିଲୋଗ୍ରାମ) ଏଲପିଜିର ଦାମ କମ ହୋଇଛି । ଇଣ୍ଡିଆନ ଅଏଲ କର୍ପୋରେଶନ (ଆଇଓସି) କମର୍ସିଆଲ ଏଲପିଜି ସିଲିଣ୍ଡର ଦାମ ୩୬ ଟଙ୍କା କମ କରିଛନ୍ତି । ଏହାଫଳରେ ଏବେ ରାଜଧାନୀ ଦିଲ୍ଲୀରେ ଗୋଟିଏ ଫିଲିଂ ସିଲିଣ୍ଡରର ଦାମ ୧୯୭୬ଟଙ୍କା ୫୦ ପଇସା ହୋଇଯାଇଛି । ପୂର୍ବରୁ ଏହା ୨୦୧୨ଟଙ୍କା ୫୦ ପଇସା ଥିଲା । ସେହିଭଳି କୋଲକତାରେ ଏବେ ଏହା ୨୦୯୫ଟଙ୍କା ୫୦ ପଇସାରେ ମିଳିବ । ପୂର୍ବରୁ ଏହା ୨୧୩୨ ଟଙ୍କା ଥିଲା ।

ସିଲିଣ୍ଡର ପିଛା ୩୬ ଟଙ୍କା କମ ହେବାପରେ ଚେନ୍ନାଇରେ ଏବେ ଏହାର ଦାମ ୨୧୪୧ଟଙ୍କା ହୋଇଛି । ପୂର୍ବରୁ ଏହା ୨୧୭୭ ଟଙ୍କା ୫୦ ପଇସା ଥିଲା । ସେହିପରି ମୁମ୍ବାଇରେ ଏବେ କମର୍ସିଆଲ ସିଲିଣ୍ଡର ଦାମ ୧୯୩୬ ଟଙ୍କା ୫୦ ପଇସା ହୋଇଛି ପୂର୍ବରୁ ଏହା ୧୯୭୭ଟଙ୍କା ୫୦ ପଇସା ଥିଲା । ତେବେ ଘରୋଇ ସିଲିଣ୍ଡର ଦାମରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଭାରତୀୟ ଜହାଜ ଉପରେ ଗୁଳିମାଡ଼ କଲା ଇରାନ! ସମୁଦ୍ର ମଝିରେ ମୁହାଁମୁହିଁ ହୋଇଗଲେ…

ନୂଆଦିଲ୍ଲୀ,୧୮।୪: ବିଶ୍ୱ ଶକ୍ତି ଯୋଗାଣ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଧମନୀ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଇରାନୀ…

ଭାରତ ଆଡେ ମୁହାଁଉଥିବା ତେଲ ଟ୍ୟାଙ୍କର ହର୍ମୁଜରେ ନେଲା ୟୁ ଟର୍ନ, ହଠାତ୍‌ ମଝି ସମୁଦ୍ରରେ ଘେରିଗଲେ…

ନୂଆଦିଲ୍ଲୀ,୧୮।୪: ଇରାନର ଦାବି ସତ୍ତ୍ୱେ ଯେ ସେ ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଭାବରେ ଖୋଲି ଦେଇଛି, ପରିସ୍ଥିତି ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୱାଭାବିକ ହୋଇନାହିଁ। ବ୍ଲୁମବର୍ଗର ଏକ ରିପୋର୍ଟ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ…

ଏହା କେଉଁ ସଙ୍କେତ? ଏପ୍ରିଲରେ ପଡୁଛି ବରଫ, ପର୍ଯ୍ୟଟକ ଖୁସିରେ ବିଭୋର

ଜମ୍ମୁ,୧୮।୪: ଏପ୍ରିଲ ମାସରେ ଜମ୍ମୁ କଶ୍ମୀରରେ ପୁଣି ଥରେ ଶୀତ ଭଳି ପାଗ ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ କଶ୍ମୀରର ଉତ୍ତର, ଦକ୍ଷିଣ ଏବଂ…

ଇରାନ-ଚାଇନା ହେଲେ ନିକଟତର, ବଢିଲାଣି ଆମେରିକାର ଟେନସନ!

ତେହରାନ,୧୮।୪: ଇରାନ ଏବଂ ଚାଇନା ମଧ୍ୟରେ ବଢୁଥିବା ଘନିଷ୍ଠତା ଆମେରିକାର ଚିନ୍ତାକୁ ବୃଦ୍ଧି କରିଛି। ରିପୋର୍ଟ ଅନୁଯାୟୀ, ଗତ ତିନି ଦଶନ୍ଧି ଧରି, ଇରାନ ଚାଇନାର ବୈଷୟିକ…

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ପୁଣି ହର୍ମୁଜ ପ୍ରଣାଳୀ ବନ୍ଦ କଲା ଇରାନ, ଆମରିକା ଉପରେ ଲଗାଇଲା ସାଂଘାତିକ ଅଭିଯୋଗ

ତେହରାନ,୧୮।୪: ଇରାନ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାର ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିଛି। ଏହି ପଦକ୍ଷେପ ଦ୍ୱାରା ଏହାର ଅବରୋଧ ହଟିବ ନାହିଁ ବୋଲି ଆମେରିକା କହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri