Posted inଖେଳ

୧୦ ରନରେ ଲକ୍ଷ୍ନୌ ବିଜୟୀ….

ଜୟପୁର,୧୯।୪ : ବୁଧବାର ଆଇପିଏଲ୍ ୨୦୨୩ର ସିଜନ ୧୬ର ୨୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ(ଆରଆର)କୁ ହରାଇ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି)ବିଜୟ ହୋଇଛି।

ଏଲଏସଜି ୨୦ ଓଭରରେ ୭ ଉଇକେଟ୍ ହରାଇ ୧୫୪ ରନ୍‌ କରିଥିଲା। ଫଳରେ ଆରଆର ପାଇଁ ବିଜୟ ଲକ୍ଷ୍ୟ ୧୫୫ରନ ରହିଥିଲା।

ତେବେ ଧାର୍ଯ୍ୟ ୧୫୫ ରନ ଲକ୍ଷ୍ୟର ପିଛା କରି ଆରଆର ୨୦ ଓଭରରେ ୬ ଉଇକେଟ୍ ହରାଇ ୧୪୪ ରନ କରିଛି।ଫଳରେ ଏଲଏସଜିଠାରୁ ୧୦ ରନରେ ପରାସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri