Posted inଖେଳ

୧ ୱିକେଟରେ ଲକ୍ଷ୍ନୌ ବିଜୟ…

ବେଙ୍ଗାଲୁରୁ,୧୦।୪: ଆଇପିଏଲ ସିରିଜ ୧୬ର ୧୫ତମ ମ୍ୟାଚରେ ସୋମବାର ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ୧ ଓ୍ବିକେଟରେ ବିଜୟ ହାସଲ କରିଛି । ଧାର୍ଯ୍ୟ ୨୧୩ ରନ ଲକ୍ଷ୍ୟର ପିଛା କରି ଲକ୍ଷ୍ନୌ ସୁପର ଜିଆଣ୍ଟସ ୨୦ ଓଭରରେ ୯ ୱିକେଟ ହରାଇ ୨୧୩ ରନ ସଂଗ୍ରହ କରିଛି।

ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ସୋମବାର ଆଇପିଏଲ୍‌ର ୧୫ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଇଛି। ମ୍ୟାଚରେ ଲକ୍ଷ୍ନୌ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri