Posted inଖେଳ

୭ ଓ୍ବିକେଟରେ ଜିତିଲା ଏଲଏସଜି…

ହାଇଦ୍ରାବାଦ,୧୩।୫ : ଆଇପିଏଲ ୨୦୨୩ର ୫୮ ତମ ମ୍ୟାଚରେ ସନରାଜର୍ସ ହାଇଦ୍ରାବାଦ(ଏସଆରଏଚ) ବିପକ୍ଷରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍‌ସ(ଏଲଏସଜି) ୭ ଓ୍ବିକେଟରେ ଜିତିଛି।

ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଏଲଏସଜି ୧୯.୨ ଓଭରରେ ୩ ଓ୍ବିକେଟ ହରାଇ ୧୮୫ ରନ କରିଥିଲା।

ଏଲଏସଜି ପକ୍ଷରୁ କ୍ୱିଣ୍ଟୋ ଡି କକ ୨୯ ରନ କରିଥିବାବେଳେ ମାର୍କୋସ ଷ୍ଟୋନିସ ୪୦ ରନ, ପ୍ରେରକ ମାକାଣ୍ଡ ୬୪ ରନ, ନିକୋଲସ ପୁରମ ୪୪ ରନ କରିଥିଲେ।

ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏସଆରଏଚ ଟସ ଜିତତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ୍‌ ଅଧିନାୟକ ଆଡେମ ମାର୍କେମଙ୍କ ନେତୃତ୍ୱରେ ବ୍ୟାଟିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଛନ୍ତି। ସେହିପରି ଏଲଏସଜି ଦଳ ଅଧିନାୟକ କୃନାଲ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବୋଲିଂ କରିବା ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ୬ ଓ୍ବିକେଟ ହରାଇ ଏସଆରଏଚ ୧୮୨ ରନ କରିଥିଲା। ଫଳରେ ଏଲଏସଜି ପାଇଁ ବିଜୟ ଲକ୍ଷ୍ୟ ୧୮୩ ରନ ରହିଥିଲା।

ଏସଆରଏଚ ପକ୍ଷରୁ ଅନମୋଲପ୍ରୀତ ସିଂ ୩୬ ରନ କରିଥିବାବେଳେ ରାହୁଲ ତ୍ରିପାଠୀ ୨୦ ରନ, ଆଡେନ ମାର୍କର୍ମ ୨୮ ରନ, ନେରିଚ କ୍ଲାସେନ ୪୭ ରନ, ଅବଦୁଲ ସମଦ ୩୭ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri