Categories: ଖେଳ

ଟସ ଜିତିଲା ଏଲଏସଜି, ପ୍ରଥମେ ବୋଲିଂ…

ଅହମଦାବାଦ,୭।୫ : ଆଇପିଏଲ ୨୦୨୩ର ୫୧ ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ(ଜିଟି) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଏଲଏସଜି ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ କ୍ରୁନାଲ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି। ସେହିପରି ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଜିଟି ବ୍ୟାଟିଂ ଆରମ୍ଭ କରିଛି।

Share