Posted inଜାତୀୟ

ଲେଫ୍ଟନାଣ୍ଟ ଜେନେରାଲ ବିଏସ୍‌ ରାଜୁ ହେଲେ ସ୍ଥଳସେନା ଉପମୁଖ୍ୟ

ନୂଆଦିଲ୍ଲୀ,୨୯।୪: ଲେଫ୍ଟନାଣ୍ଟ ଜେନେରାଲ ବିଏସ ରାଜୁଙ୍କୁ ସ୍ଥଳସେନାର ଉପ ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ସେ ମେ’ ୧ରୁ ଦାୟିତ୍ୱ ନେବେ। ଶୁକ୍ରବାର ତାଙ୍କ ନିଯୁକ୍ତି ଉପରେ ମୋହର ବାଜିଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ବିଜାପୁର ସୈନିକ ସ୍କୁଲ ଓ ନ୍ୟାଶନାଲ ଡିଫେନ୍ସ ଏକାଡେମୀରୁ ପାସ କରିିଥିବା ଲେଫ୍ଟନାଣ୍ଟ ଜେନେରାଲ ରାଜୁ ୧୯୮୪ ଡିସେମ୍ବର ୫ରେ ଜାଠ ରେଜିମେଣ୍ଟରେ ସାମିଲ ହୋଇଥିଲେ। ଏଲ୍‌ଏସି ବିବାଦ ସମୟରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଦୀର୍ଘ ୩୮ ବର୍ଷର ସେନା କ୍ୟାରିୟରରେ ସେ ଅନେକ ପଦପଦବୀରେ କାମ କରିଛନ୍ତି।

ସ୍ଥଳ ସେନାର ଉପ ମୁଖ୍ୟ ଭାବେ କାମ କରୁଥିବା ଲେଫ୍ଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେଙ୍କ କାର୍ଯ୍ୟକାଳ ଶନିବାର ଶେଷ ହେଉଛି। ତେବେ ତାଙ୍କୁ ଏପ୍ରିଲ ୧୮ରେ ସ୍ଥଳ ସେନା ମୁଖ୍ୟ ଭାବେ ନିଯୁକ୍ତି ମିଳିଛି। ଏପ୍ରିଲ ୩୦ରେ ବର୍ତ୍ତମାନର ସ୍ଥଳସେନା ମୁଖ୍ୟ ଥିବା ଜେନେରାଲ ମନୋଜ ମୁକୁନ୍ଦ ନରଭାଣେଙ୍କ କାର୍ଯ୍ୟକାଳ ଶେଷ ହେବ। ଏହାପରେ ହିଁ ଲେଫ୍ଟନାଣ୍ଟ ଜେନେରାଲ ମନୋଜ ଦେଶର ସେନାଧ୍ୟକ୍ଷ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ୧୪୪ ଧାରା ଜାରି

ମୁମ୍ବାଇ,୫।୫: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡି ଚାଲିଥିବା ବେଳେ ମହାରାଷ୍ଟ୍ରରେ ଏହା ସର୍ବାଧିକ ରହିଛି। ମହାରାଷ୍ଟ୍ରର ମୁମ୍ବାଇ ମହାନଗରରେ ଏହି ସଂଖ୍ୟା ବେଳକୁ...

ଆମେରିକାରେ ଅର୍ନ୍ତଜାତୀୟ ସାଗର ଶକ୍ତି ସମ୍ମିଳନୀରେ ଯୋଗ ଦେଲେ ଭାରତୀୟ ନୌସେନା ମୁଖ୍ୟ ହରି କୁମାର

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୨୪।୯: ଭାରତୀୟ ନୌସେନା ମୁଖ୍ୟ ଆଡମିରାଲ ଆର ହରି କୁମାର ଚାରି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ସମୟରେ ହରି କୁମାର ୨୫ତମ ଅର୍ନ୍ତଜାତୀୟ...

ମଣିପୁର ହିଂସା: ସରକାରୀ କ୍ୱାର୍ଟର୍ସରୁ ଘୋଷାଡି ଆଣି ଆୟକର ବିଭାଗ ଅଫିସରଙ୍କୁ ହତ୍ୟା

ଇମ୍ଫାଲ,୬।୫: ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ଇମ୍ଫାଲର ଜଣେ ଆୟକର ବିଭାଗର ଜଣେ ଅଧିକାରୀଙ୍କୁ ତାଙ୍କ ସରକାରୀ ବାସଭବନରୁ ଟାଣିନେଇ ହତ୍ୟା କରାଯାଇଛି। ଏହି ଘଟଣା...

ରେକର୍ଡ କଲା ପିଆଜ

ମଦୁରାଇ,୮।୧୨: ଦେଶର ବିଭିନ୍ନ ଭାଗରେ ପିଆଜ ସେଞ୍ଚୁରି ମାରିଥିବା ବେଳେ ତାମିଲନାଡୁର ମଦୁରାଇରେ କିନ୍ତୁ ଏହା ରେକର୍ଡ କରିଛି। ରବିବାର ଏଠାରେ ପିଆଜର କିଲୋଗ୍ରାମ୍‌ ପ୍ରତି...

ଅପରାହ୍ନରେ ମୁଖ୍ୟମନ୍ତ୍ରୀମାନଙ୍କୁ ନେଇ ବୈଠକ କରିବେ ମୋଦି

ନୂଆଦିଲ୍ଲୀ,୧୧।୧: ଦେଶରେ କରୋନା ସଂକ୍ରମଣ ବଢିଚାଲିଛି। ଅନେକ ରାଜ୍ୟରେ କୋଭିଡ କଟକଣା ମଧ୍ୟ ଲାଗୁ କରାଯାଇଛି। ଏହାରି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସବୁ...

ଆଗାମୀ ସପ୍ତାହରେ ବଜାରକୁ ଆସିବ ସ୍ପୁଟନିକ-ଭି ଟିକା: ଏତିକି ଟଙ୍କାରେ ମିଳିବ

ନୂଆଦିଲ୍ଲୀ,୧୪।୫: ଦେଶରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଟିକାକରଣ ଅଭିଯାନ ଦ୍ରୁତ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ କୋଭାକ୍ସିନ ଏବଂ କୋଭିଶିଲ୍ଡ...

ରାମପୁର ଲୋକ ସଭା ଉପନିର୍ବାଚନ:ପ୍ରାର୍ଥୀ ଘୋଷଣା କଲା ଏସ୍‌ପି

ଲକ୍ଷ୍ନୌ,୬।୬: ରାମପୁର ଲୋକ ସଭା ଉପନିର୍ବାଚନ ପାଇଁ ସମାଜବାଦୀ ପାର୍ଟି ପକ୍ଷରୁ ସୋମବାର ପ୍ରାର୍ଥୀ ଘୋଷଣା କରାଯାଇଛି। ପାର୍ଟି ଅଫିସ୍‌ରେ ବୈଠକ ପରେ ଏସପି ନେତା...

ଯୋଧପୁରରେ ୩୦ ଯବାନଙ୍କୁ କରୋନା

ଯୋଧପୁର,୭ା୫(ପି.ଟି.): ଦିଲ୍ଲୀର ଜାମା ମସ୍‌ଜିଦ ଅଞ୍ଚଳରେ ସୁରକ୍ଷା ପାଇଁ ପୂର୍ବରୁ ମୁତୟନ ଥିବା ୩୦ ବିଏସ୍‌ଏଫ୍‌ ଯବାନ କରୋନା ସଂକ୍ରମିତ ଥିବା ଜଣାପଡିଛି। ଉକ୍ତ ଯବାନମାନଙ୍କର...

Advertisement
Archives

Model This Week