Posted inଜାତୀୟ

ଉପରାଜ୍ୟପାଳ ପ୍ରଧାନଶିକ୍ଷକ ନୁହଁନ୍ତି, ଯିଏ ହୋମୱାର୍କ ଚେକ୍‌ କରିବେ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଉପରାଜ୍ୟପାଳ ଭି.କେ ସାକ୍ସେନାଙ୍କ ମଧ୍ୟରେ ବିବାଦ ବଢିବାରେ ଲାଗିଛି। ସାକ୍ସେନା ସରକାରୀ କାର୍ଯ୍ୟରେ ହସ୍ତକ୍ଷେପ କରୁଥିବା ଅଭିଯୋଗ କରି ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ସୋମବାର କହିଛନ୍ତି ଯେ, ଉପରାଜ୍ୟପାଳ ଆମର ପ୍ରଧାନ ଶିକ୍ଷକ ନୁହଁନ୍ତି, ଯିଏ ଆମର ହୋମୱାର୍କ ଚେକ୍‌ କରିବେ। ସେ କେବଳ ଆମ ପ୍ରସ୍ତାବ ଉପରେ ହଁ କିମ୍ବା ନା କହିବେ।
ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଏବଂ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ନେତୃତ୍ୱରେ ଆମ ଆଦମୀ ପାର୍ଟି (ଏଏପି)ର ବିଧାୟକମାନେ ସୋମବାର ଉପରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ଯାଇ ଦିଲ୍ଲୀ ସରକାରଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରୁଥିବା ଅଭିଯୋଗ କରଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତନ ଶିବିର ପୂର୍ବରୁ ଜି-୨୩ଙ୍କୁ ମନାଇବାକୁ ପ୍ରୟାସ

ନୂଆଦିଲ୍ଲୀ,୨୬ ।୪: ରାଜସ୍ଥାନର ଉଦୟପୁରରେ ୧୩ରୁ ୧୫ ମେ’ ମଧ୍ୟରେ ହେବାକୁ ଯାଉଥିବା କଂଗ୍ରେସର ଚିନ୍ତନ ଶିବିରକୁ ଦଳ ‘ନବ ସଂକଳ୍ପ ଚିନ୍ତନ ଶିବିର’ ନାମ...

ବେଜିଂରେ ଜୟଶଙ୍କର

ନୂଆଦିଲ୍ଲୀ, ୧୨ା୮: ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ରବିବାର ଚାଇନା ଗସ୍ତ କରିବା ସହ ବେଜିଂରେ ପହଞ୍ଚିଛନ୍ତି। ସେଠାରେ ସେ ଚାଇନା ପ୍ରତିପକ୍ଷ ଓ୍ବାଙ୍ଗ୍‌...

ରେଳଲାଇନ୍‌ରେ ବିଡ଼ା ବିଡ଼ା ଟଙ୍କା…

ଚେନ୍ନାଇ,୨୬।୮: ରେଳଲାଇନ୍‌ରେ ବିଡ଼ା ବିଡ଼ା ୫ ଶହ ଏବଂ ଦୁଇ ହଜାରେ ଟଙ୍କିଆ ନୋଟ୍‌ ବିଛାଡ଼ି ହୋଇ ପଡିଥିବାର ଦେଖି ପୋଲିସ ଆଶ୍ଚର୍ଯ୍ୟ ହୋଇଯାଇଥିଲା। ପରେ ...

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ଆସନ୍ତା ୧୬ରେ ତୃତୀୟ ଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରାମ...

୧୧ ଜଣଙ୍କ ବିରୋଧରେ ଏନ୍‌ଆଇଏ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୩୧ା୧୨(ପି.ଟି.): ତେଲଙ୍ଗାନାରେ ବେଆଇନ ଘୋଷିତ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ପାଇଁ ଆତଙ୍କବାଦ ପ୍ରଶିକ୍ଷଣ କ୍ୟାମ୍ପ ଆୟୋଜନରେ ସମ୍ପୃକ୍ତ ୧୧ ଅଭିଯୁକ୍ତଙ୍କ ବିରୋଧରେ ଜାତୀୟ...

ପ୍ରଥମ ଥର ୧୦୦ ବିଲିୟନ ଡଲାର କ୍ଲବରେ ସାମିଲ ହେଲେ ଜୁକରବର୍ଗ

ନୂଆଦିଲ୍ଲୀ,୮।୮: ଫେସ୍‌ବୁକର ପ୍ରତିଷ୍ଠାତା ମାର୍କ ଜୁକରବର୍ଗ ପ୍ରଥମ ଥର ୧୦୦ ବିଲିୟନ ଡଲାର ସମ୍ପତ୍ତିର ବ୍ୟବସାୟୀଙ୍କ ତାଲିକାରେ ସାମିଲ ହୋଇଛନ୍ତି। ଫେସ୍‌ବୁକର ଇଙ୍କ୍‌ ଶେୟାରର ବୃଦ୍ଧି...

ଆଶାରାମଙ୍କ ଆବେଦନ ଉପରେ ଗୁଜରାଟ ସରକାରଙ୍କୁ ନୋଟିସ୍‌ ଜାରି କଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ, ୧୩।୮ : ଆଶାରାମ ବାପୁଙ୍କ ଆବେଦନ ଉପରେ ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟ ନୋଟିସ୍‌ ଜାରି କରିଛନ୍ତି। ଆଶାରାମଙ୍କ ପକ୍ଷରୁ ତାଙ୍କ ବୟସ ୮୦ ବର୍ଷରୁ...

ବାୟୁ ପ୍ରଦୂଷଣରୁ ହସ୍ପିଟାଲରେ ବଢ଼ୁଛି ରୋଗୀ ସଂଖ୍ୟା

ନୂଆଦିଲ୍ଲୀ,୪।୧୧(ପି.ଟି.):ଶୀତଋତୁ ଆରମ୍ଭରୁ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଉତ୍କଟ ରୂପ ଧାରଣ କଲାଣି। ଦୂଷିତ ବାୟୁ ଯୋଗୁ ରାଜଧାନୀରେ କାଶ, ଥଣ୍ଡା, ଆଜ୍‌ମା ଏବଂ ଶ୍ୱାସକ୍ରିୟାରେ ସମସ୍ୟା...

Advertisement
Archives

Model This Week