ଏହି ୪ ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଅଚାନକ ବଦଳିଯାଏ, କେବଳ ମିଳିଥାଏ ଲାଭ ହିଁ ଲାଭ

ସମସ୍ତେ ଚାହିଁଥାନ୍ତି ଜୀବନରେ କେମିତି ଅଧିକରୁ ଅଧିକ ଟଙ୍କା ରୋଜଗାର କରିବେ। ଏଥିପାଇଁ ଲୋକେ ନାନା ଉପାୟ ମଧ୍ୟ ଅବଲମ୍ବନ କରିଥାନ୍ତି। ମାତ୍ର କିଛି ଲୋକ ଅକ୍ଳାନ୍ତ ପରିଶ୍ରମ କଲା ପରେ ମଧ୍ୟ ହାତରେ ଟଙ୍କାଟିଏ ରହେ ନାହିଁ। ମନେରଖନ୍ତୁ, ମଣିଷର ଭଲ ଓ ଖରାପ ସମୟ ଗ୍ରହମାନଙ୍କର ଚଳନକୁ ନେଇ ହୋଇଥାଏ। ଏହି ଗ୍ରହମାନଙ୍କର ସମ୍ବନ୍ଧ ଆପଣଙ୍କ ରାଶି ସହିତ ମଧ୍ୟ ଜଡ଼ିତ ଥାଏ। ତେବେ ଏହି ଗ୍ରହମାନଙ୍କର ଚଳନ ଅନୁସାରେ ଆପଣଙ୍କର ଭଲ ଓ ଖରାପ ସମୟ ନିର୍ଦ୍ଧାରିତ ହୋଇଥାଏ। କିଛି ରାଶି ଅଛି, ଯେଉଁମାନଙ୍କର ଅଚାନକ ଭାଗ୍ୟର ପରିବର୍ତ୍ତନ ହୋଇଥାଏ। ଜମା ବି ଛାଡ଼ି ଯାଆନ୍ତି ନାହିଁ ମା’ ଲକ୍ଷ୍ମୀ। ଜାଣନ୍ତୁ ଏମିତି ରାଶି ସମ୍ପର୍କରେ…

ତେବେ ୪ ଭାଗ୍ୟଶାଳୀ ରାଶି ହେଲା ମିଥୁନ, କନ୍ୟା, କୁମ୍ଭ ଏବଂ ସିଂହ

ଏହି ରାଶିର ବ୍ୟକ୍ତିବିଶେଷଙ୍କ ଭାଗ୍ୟ ହଠାତ୍‌ ପରିବର୍ତ୍ତନ ହୋଇଥାଏ। ଚାକିରି କ୍ଷେତ୍ର ହେଉ କି ବ୍ୟବସାୟ। ଜମିଜମା କ୍ଷେତ୍ରରେ ମଧ୍ୟ ଅଚାନକ ସଫଳତା ମିଳିଥାଏ। ଲକ୍ଷ୍ମୀ ଥରେ ଏମାନଙ୍କ ହାତକୁ ଆସିଗଲେ ଆଉ ପାଖ ଛାଡ଼ି ଯାଆନ୍ତି ନାହିଁ। ସୌଭାଗ୍ୟ ହାତମୁଠାକୁ ଚାଲିଆସେ। ଜୀବନରେ ଏହି ରାଶିର ବ୍ୟକ୍ତିବିଶେଷ ଅନେକ ପ୍ରଂଶସା ମଧ୍ୟ ସାଉଁଟିବାର ଯଥେଷ୍ଟ ସମ୍ଭାବନା ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri