ସନରାଇଜର୍ସ ଆଗରେ ୧୭୦ ରନ୍‌ର ଟାର୍ଗେଟ ରଖିଲା ଲକ୍ଷ୍ନୌ

ମୁମ୍ବାଇ,୪।୪: ଇଣ୍ଡିଆନ୍‌ ପ୍ରମିୟର ଲିଗ୍‌ର ସୋମବାର ୧୨ ତମ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ୭ ଓ୍ବିକେଟ ହରାଇ ୧୬୯ ରନ୍‌ କରିଛି। ସନରାଇଜର୍ସ ହାଇଦ୍ରାବାଦ ୧୭୦ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି। ଲକ୍ଷ୍ନୌ ତରଫରୁ କେଏଲ ରାହୁଲ ୬୮ ଏବଂ ଦୀପକ ହୁଡ୍ଡା ୫୧ ରନ୍‌ କରିଛନ୍ତି। ହାଇଦ୍ରାବାଦ ପକ୍ଷରୁ ଟି ନଟରାଜନ ୨୬ ରନ୍‌ ଦେଇ ୨ଟି, ଓାଶିଂଟନ ସୁନ୍ଦର ୨୮ ରନ୍‌ ଦେଇ ୨ ଏବଂ ରୋମାରିଓ ସେଫାର୍ଡ ୨ଟି ଓିକେଟ ନେଇଛନ୍ତି। ଏହା ପୂର୍ବରୁ ଟସ ଜିତି ସନରାଇଜର୍ସ ହାଇଦ୍ରାବାଦ ବୋଲିଂ ନିଷ୍ପତ୍ତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ଭାରତକୁ ଏହି ୫ ପାକିସ୍ତାନୀ ଖେଳାଳିଙ୍କଠାରୁ ରହିବାକୁ ପଡିବ ସତର୍କ, ସୃଷ୍ଟି କରିପାରନ୍ତି ବଡ଼ ବିପଦ!

ନୂଆଦିଲ୍ଲୀ,୧୪।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏବେ, ଏହି ଦୁଇ ଦଳ ଫେବୃଆରୀ ୧୫ରେ…

ରାହୁଲ ଦ୍ରାଭିଡ- ଅନିଲ କୁମ୍ବଲେଙ୍କୁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ମିଳିଲା ବିଶେଷ ସମ୍ମାନ

ନୂଆଦିଲ୍ଲୀ,୧୪।୨: ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଦୁଇ ପୂର୍ବତନ ଭାରତୀୟ ମହାନ ଖେଳାଳି ରାହୁଲ ଦ୍ରାବିଡ ଏବଂ ଅନିଲ କୁମ୍ବଲେଙ୍କୁ ବିଶେଷ ସମ୍ମାନ ମିଳିଛି। ଭେଙ୍କଟେଶ ପ୍ରସାଦଙ୍କ ନେତୃତ୍ୱରେ…

IND vs PAK: ପାକିସ୍ତାନକୁ ଧୂଳି ଚଟାଇବାକୁ ଶ୍ରୀଲଙ୍କା ପହଞ୍ଚିଲା ଟିମ୍‌ ଇଣ୍ଡିଆ, ହେଲା ଭବ୍ୟ ସ୍ବାଗତ

ନୂଆଦିଲ୍ଲୀ,୧୪।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପାକିସ୍ତାନ ବିପକ୍ଷରେ T20 ବିଶ୍ୱକପ 2026 ର ତୃତୀୟ ମ୍ୟାଚ ଖେଳିବା ପାଇଁ ଶ୍ରୀଲଙ୍କାରେ ପହଞ୍ଚିଛି। ଫେବୃଆରୀ…

Ind Vs Pak: ଏହି ଷ୍ଟାର ଭାରତୀୟ ଖେଳାଳିଙ୍କୁ ନେଇ ଭୟ କଲାଣି ପାକିସ୍ତାନ!

ନୂଆଦିଲ୍ଲୀ,୧୪।୨: ଫେବୃଆରୀ ୧୫ ତାରିଖରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC ପୁରୁଷ ଟି୨୦ ବିଶ୍ୱକପ ୨୦୨୬ରେ ହେବାକୁ ଥିବା ହାଇ-ଭୋଲଟେଜ ମ୍ୟାଚ ପୂର୍ବରୁ ପରିବେଶ ଉଷ୍ମ…

ଟିମ୍‌ ଇଣ୍ଡିଆ ପହଞ୍ଚି ନାହିଁ, ହେଲେ ମ୍ୟାଚ୍‌ର ୨ ଦିନ ପୂର୍ବରୁ ଏମିତି କଲା ପାକିସ୍ତାନ  

କଲମ୍ବୋ,୧୩।୨: କ୍ରିକେଟର ଆଉ ଏକ ମହାଲଢ଼େଇ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଆସନ୍ତା ରବିବାର, ୧୫ ଫେବୃଆରୀରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri