Posted inଖେଳ

ରାହୁଲ, ଷ୍ଟୋଇନିସ, ବିଷ୍ଣୋଇଙ୍କୁ ନେଲା ଲକ୍ଷ୍ନୌ

ମୁମ୍ବାଇ,୧୮।୧: ଆଇପିଏଲର ନୂଆ ଲକ୍ଷ୍ନୌ ଫ୍ରାଞ୍ଚାଇଜ ଆଗାମୀ ମେଗା ଅକ୍‌ଶନ ପୂର୍ବରୁ ୩ ଖେଳାଳିଙ୍କ ନାମ ସ୍ପଷ୍ଟ କରିଛି। ଏଥିରେ ଲୋକେଶ ରାହୁଲ ଓ ଲେଗ୍‌ ସ୍ପିନର ରବି ବିଷ୍ଣୋଇ ରହିଛନ୍ତି। ବିଦେଶୀ ଖେଳାଳି ଭାବେ ମାର୍କସ ଷ୍ଟୋଇନିସଙ୍କୁ ବାଛିଛି ଏହି ଫ୍ରାଞ୍ଚାଇଜ।

ଇଏସ୍‌ପିଏନ୍‌କ୍ରିକ୍‌ଇନଫୋ ରିପୋର୍ଟ ଅନୁଯାୟୀ, ଲକ୍ଷ୍ନୌ ଫ୍ରାଞ୍ଚାଇଜ ୬୦ କୋଟି ଟଙ୍କାର ପର୍ସ ସହ ଫେବୃୟାରୀରେ ହେବାକୁ ଥିବା ଅକଶନକୁ ଯିବ। ରାହୁଲଙ୍କୁ ୧୫ କୋଟି, ଷ୍ଟୋଇନିସଙ୍କୁ ୧୧ କୋଟି ଓ ବିଷ୍ଣୋଇଙ୍କୁ ୪ କୋଟି ଟଙ୍କାରେ ଦଳରେ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦୦ ଅନ୍ତର୍ଜାତୀୟ ଗୋଲ୍‌ ଦେବାରେ ରୋନାଲ୍ଡୋ ବିଶ୍ୱର ୨ୟ ଖେଳାଳି

ନୂଆଦିଲ୍ଲୀ, ୯।୯: ପର୍ତ୍ତୁଗାଲ ଷ୍ଟାର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ବିଶ୍ୱର ୨ୟ ପୁରୁଷ ଫୁଟ୍‌ବଲ୍‌ ଖେଳାଳି ଭାବେ ୧୦୦ ଅନ୍ତର୍ଜାତୀୟ ଗୋଲ୍‌ ସ୍କୋର କରିବାର ସୌଭାଗ୍ୟ ଲାଭ...

ଓସିଏ କର୍ମକର୍ତ୍ତା ନିର୍ବାଚନ: ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶିତ; ୫ ପଦବୀ ପାଇଁ ୧୦ ପ୍ରାର୍ଥୀ

କଟକ ଅଫିସ,୨୩ା୯-  ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ନିର୍ବାଚନ ନିମନ୍ତେ ରବିବାର ଘୋଷଣା ହୋଇଛି ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା । ୫ ପଦବୀରେ ଏବେ ସାମ୍ନାସାମ୍ନି ହେବେ...

ଭାରତକୁ ୨୧୬ ରନ୍‌ର ଟାର୍ଗେଟ୍‌ ଦେଲା ଶ୍ରୀଲଙ୍କା

କୋତକାତା,୧୨।୧: ଦ୍ୱିତୀୟ ଦିନିକିଆରେ ଶ୍ରୀଲଙ୍କା ଭାରତକୁ ୨୧୬ ରନର ବିଜୟ ଲକ୍ଷ୍ୟ ଦେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ୩୯.୪ ଓଭରରେ ୨୧୫...

ଟିମ୍‌ ଗ୍ରୋଭରଙ୍କ ସହାୟତା ନେଉଛନ୍ତି ଶ୍ରୀସନ୍ଥ

ନୂଆଦିଲ୍ଲୀ, ୨୨ା୬ (ପି.ଟି.): କ୍ରିକେଟକୁ ଫେରିବା ଲାଗି ପ୍ରସ୍ତୁତି ଚଳାଇଛନ୍ତି ପେସ୍‌ବୋଲର ଏସ୍‌ ଶ୍ରୀସନ୍ଥ୍‌। ମାଇକେଲ ଜୋର୍ଡାନଙ୍କ ପୂର୍ବତନ ଟ୍ରେନର ଟିମ୍‌ ଗ୍ରୋଭରଙ୍କଠାରୁ ମେଣ୍ଟାଲ କଣ୍ଡିଶନିଂ...

ଭାରତର ୩ ସ୍ପିନର ରଣନୀତି

ଚେନ୍ନାଇ, ୪।୨- ଭାରତ-ଇଂଲଣ୍ଡ ପ୍ରଥମ କ୍ରିକେଟ ଟେଷ୍ଟ ସ୍ଥାନୀୟ ଚେପକ୍‌ ଷ୍ଟାଡିୟମରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚେପକ୍‌ ପିଚ୍‌ ସାଧାରଣତଃ ସ୍ପିନରଙ୍କୁ ସୁହାଇଥାଏ। ତେଣୁ...

କୋହଲିଙ୍କୁ ଆଉ ଏକ ବଡ ଝଟ୍‌କା

ଚେନ୍ନାଇ,୧୦।୨: ଚେନ୍ନାଇ ଟେଷ୍ଟରେ ଟିମ ଇଣ୍ଡିଆର ପରାଜୟ ପରେ ବିରାଟ କୋହଲିଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଆଇସିସି ଟେଷ୍ଟ ମାନ୍ୟତାରେ ବିରାଟ କୋହଲି...

ନଂ-୪ରେ ଖେଳିବାକୁ ଆସିଲେ କାର୍ତ୍ତିକ: ନିଜ ସ୍ଥାନ ବିପଦରେ ଥିବା କହିଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୫।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଟି୨୦ ମୁକାବିଲାରେ ବ୍ୟାଟିଂରେ ଅନେକ ପରିବର୍ତ୍ତନ କରିଥିଲା ଟିମ୍‌ ଇଣ୍ଡିଆ। ଅଧିନାୟକ ରୋହିତ ଶର୍ମାଙ୍କ ସହ ଋଷଭ ପନ୍ତ...

ପନ୍ତ ଏବେ ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌ପ୍ରାପ୍ତ ଉଇକେଟ କିପର

ଦୁବାଇ, ୨୧।୧(ପି.ଟି.)- ଅଷ୍ଟ୍ରେଲିଆ ବିପକ୍ଷ ବ୍ରିସ୍‌ବେନ୍‌ ଟେଷ୍ଟରେ ୮୯ ରନର ମ୍ୟାଚ ବିଜୟୀ ଇନିଂସ ଖେଳିବା ପରେ ଭାରତର ରିଷଭ ପନ୍ତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ର...

Advertisement
Archives

Model This Week