Posted inଜାତୀୟ

ଲକ୍ଷ୍ନୌ ମେଟ୍ରୋ ଷ୍ଟେଶନକୁ ବୋମାରେ ଉଡାଇଦେବାକୁ ମିଳିଲା ଧମକ

ଲକ୍ଷ୍ନୌ,୮।୭: ଲକ୍ଷ୍ନୌର ମେଟ୍ରୋ ଷ୍ଟେଶନକୁ ବୋମାରେ ଉଡାଇଦେବାକୁ ଧମକ ମିଳିଛି। ଏହା ପରେ ରାଜଧାନୀର ପ୍ରତ୍ୟେକ ମେଟ୍ରୋ ଷ୍ଟେଶନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ପୋଲିସ କଣ୍ଟ୍ରୋଲ ରୁମ ୧୧୨କୁ ଏକ ଅଜଣା ନମ୍ବରରୁ ଏହି ଧମକ ଆସିଛି। ସୂଚନା ପାଇବା ମାତ୍ରେ ପୋଲିସ ଚାରବାଗରୁ ହଜରତଗଞ୍ଜ ପର୍ଯ୍ୟନ୍ତ ସୁରକ୍ଷା କର୍ମୀ ନିୟୋଜିତ ହୋଇଛନ୍ତି।

ଲକ୍ଷ୍ନୌର ପୋଲିସ କଣ୍ଟ୍ରୋଲ ରୁମ ୧୧୨କୁ ଶୁକ୍ରବାର ଏକ ଫୋନ କଲ ଆସିଥିଲା। ଯେଉଁଥିରେ ମେଟ୍ରୋ ଷ୍ଟେଶନକୁ ବୋମାରେ ଉଡାଇଦେବାକୁ କରିବାର ଧମକ ଦିଆଯାଇଥିଲା। ବୋମା ବିସ୍ଫୋରଣ ବିଷୟରେ ସୂଚନା ଦେବା ପରେ କଲ କରିଥିବା ବ୍ୟକ୍ତି ଜଣଙ୍କ ମୋବାଇଲକୁ ବନ୍ଦ କରିଦେଇଥିଲେ। ମେଟ୍ରୋ ଷ୍ଟେଶନରେ ପୋଲିସର ସୁରକ୍ଷାକୁ ମଜବୁତ କରାଯାଇଛି ଏବଂ ତଦନ୍ତ ସହ ଯାଞ୍ଚ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ରେଲଓ୍ବେରେ ବନ୍ଦ ହୋଇଯିବ ଜେନେରାଲ ବଗି! ଅଶ୍ୱିନୀ ବେଷ୍ଣବ କହିଦେଲେ…

ନୂଆଦିଲ୍ଲୀ,୧୬।୬: ଏସିଆର ସବୁଠାରୁ ବୃହତ୍ତମ ରେଳ ନେଟୱାର୍କ ଥିବା ଦେଶ ହେଉଛି ଭାରତ। ଅଧିକାଂଶ ଲୋକ ପ୍ରତିଦିନ ସାଧାରଣ କୋଚ ବା ଜେନେରାଲ ବଗିରେ ଯାତ୍ରା...

ପରାଜିତ ନେତାମାନେ ସରକାରୀ ଆବାସ ଖାଲି ନ କଲେ ଗଣିବାକୁ ପଡ଼େ ୧୦ ଲକ୍ଷ ଯାଏ ଜରିମାନା, ଜାଣନ୍ତୁ କିଏ ଜାରି କରେ ନୋଟିସ?

ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଶେଷ ହୋଇଛି। ଏବେ ନୂଆ ସରକାର ମଧ୍ୟ ଗଠନ ହୋଇଛି। ଏମିତିରେ ଅନେକ ଏମ୍‌ପି ପୁଣିଥରେ ବିଜୟ ମୁକୁଟ ପିନ୍ଧିଥିବା...

ଯେବେ ଏନଡିଏର ଲୋକ ସଭା ବାଚସ୍ପତି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଭୋଟ ଦେବାକୁ ଦେଇଥିଲେ ଅନୁମତି, ଭାଙ୍ଗି ଯାଇଥିଲା ବାଜପେୟୀ ସରକାର

ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଫଳାଫଳ ପରେ ପିଏମ ମୋଦିଙ୍କ ନେତୃତ୍ୱ ଏନଡିଏ ସରକାର ପୁଣି କ୍ଷମତାକୁ ଫେରିଛି। ଏବେ ଏନଡିଏର ସହଯୋଗୀ ଦଳ ଲୋକ...

ଜାତୀୟ ସୁରକ୍ଷା ପରାମର୍ଶଦାତା କ’ଣ? କିଏ କରିଥାଏ NSAର ନିଯୁକ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଅଜିତ ଡୋଭାଲଙ୍କ ଉପରେ ବିଶ୍ୱାସ ଦର୍ଶାଇ ତାଙ୍କୁ ପୁଣିଥରେ ଜାତୀୟ ସୁରକ୍ଷା ପରାମର୍ଶଦାତା(ଏନ୍‌ଏସ୍‌ଏ) ଭାବେ ନିଯୁକ୍ତ କରିଛନ୍ତି। ଏହା...

ରାହୁଲ ଓ୍ବାୟନାଡ ଆସନ ଛାଡ଼ିଲେ ପ୍ରିୟଙ୍କା ହେବେ ପ୍ରାର୍ଥୀ! ଆଗାମୀ ୩ ଦିନରେ ନିଷ୍ପତ୍ତି…

ନୂଆଦିଲ୍ଲୀ,୧୬।୬: ୨୦୨୪ ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୁଇଟି ଆସନରୁ ଲଢ଼ିଥିଲେ। ଉଭୟ ରାଏବରେଲି ଏବଂ ଓ୍ବାୟନାଡ ଆସନରେ ସେ ବିଜେତା ହୋଇଛନ୍ତି। ଏବେ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ପାଖ ଘର

ଇମ୍ଫାଲ,୧୬।୬: ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ। ହୁତୁ ହୁତୁ ହୋଇ ଜଳି ଉଠିଲା ରାଜଧାନୀ ଇମ୍ଫାଲରେ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂହଙ୍କ ସରକାରୀ ଆବାସ।...

ଫ୍ରିଜ୍‌ରୁ ମିଳିଥିଲା ଗୋମାଂସ, ୧୧ ଜଣଙ୍କ ଘର ଉପରେ ବୁଲ୍‌ଡୋଜର ଚଢ଼ାଇଲା ପୋଲିସ

ଭୋପାଳ,୧୬।୬: ମଧ୍ୟପ୍ରଦେଶର ମଣ୍ଡଳାରେ ୧୧ଜଣଙ୍କ ଘରେ ଥିବା ଫ୍ରିଜ୍‌ରୁ ଗୋମାଂସ ମିଳିଥିଲା। ପ୍ରଶାସନ ପକ୍ଷରୁ ଉକ୍ତ ଘରଗୁଡ଼ିକୁ ବୁଲଡୋଜର ଚଳାଇ ଭାଙ୍ଗି ଦିଆଯାଇଛି। ଏପରିକି ପୋଲିସ...

ଆତଙ୍କବାଦୀ ଆକ୍ରମଣ ମଧ୍ୟରେ ଆଜି ଜମ୍ମୁ କଶ୍ମୀର ଗସ୍ତ କରିବେ ଅମିତ ଶାହା

ଜମ୍ମୁ କଶ୍ମୀର,୧୬।୬: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ନିକଟରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ରବିବାର ଜମ୍ମୁକଶ୍ମୀର ଗସ୍ତ କରିବେ। ସେଠାରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri