Posted inଖେଳ

ଡେଭିଡ୍‌ ଓ୍ବିଲିଙ୍କ ସ୍ଥାନରେ ମ୍ୟାଟ୍ଟ ହେନରୀ

ନୂଆଦିଲ୍ଲୀ,୩୦ା୩: ବ୍ୟକ୍ତିଗତ କାରଣ ଦର୍ଶାଇ ଇଂଲଣ୍ଡ ସିମର୍‌ ଡେଭିଡ୍‌ ଓ୍ବିଲି ଓହରି ଯାଇଥିବାବେଳେ ତାଙ୍କ ସ୍ଥାନରେ ନ୍ୟୁଜିଲାଣ୍ଡର ମ୍ୟାଟ୍ଟ ହେନରୀଙ୍କୁ ଦଳରେ ସାମିଲ କରିଛି ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ। ନିଲାମିରେ ହେନ୍‌ରୀଙ୍କୁ କୌଣସି ଦଳ କିଣି ନ ଥିବା ବେଳେ ବେସ୍‌ ପ୍ରାଇସ୍‌ରେ ସେ ଲକ୍ଷ୍ନୌ ଫ୍ରାଞ୍ଚାଇଜରେ ସାମିଲ ହୋଇଛନ୍ତି।

ଡେଭିଡ୍‌ ଓ୍ବିଲି ଆବୁଧାବିର ଆଇଏଲ୍‌ ଟି୨୦ ଓ ପାକିସ୍ତାନ ସୁପର୍‌ ଲିଗ୍‌ରେ ଖେଳି ଥକି ଯାଇଥିବାରୁ ଆଇପିଏଲ୍‌ରୁ ଓହରିବାକୁ ନିଷ୍ପତ୍ତି ନେଇଥିଲେ। ଅନ୍ୟପକ୍ଷରେ ମ୍ୟାଟ୍ଟ ହେନରୀଙ୍କ ପାଇଁ ଏହା ତୃତୀୟ ଆଇପିଏଲ୍‌ ଫ୍ରାଞ୍ଚାଇଜ ରହିବ। ପୂର୍ବରୁ ସେ ଚେନ୍ନାଇ ସୁପର କିଙ୍ଗ୍ସ ଓ ପଞ୍ଜାବ କିଙ୍ଗ୍ସ ପାଇଁ ଖେଳି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI…

ଗୋଟିଏ ଦିନର ବ୍ରାଣ୍ଡ ପ୍ରମୋସନ ପାଇଁ ବୈଭବ ସୂର୍ଯ୍ୟବଂଶୀ ନିଅନ୍ତି କେତେ ଟଙ୍କା? ପରିମାଣ ଶୁଣଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୯: ୧୫ ବର୍ଷୀୟ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଛି। ବ୍ୟାଟିଂରେ ଚମତ୍କାର ପ୍ରଦର୍ଶନ କରି ବୈଭବ ନିଜ ପାଇଁ ଏକ…

Asian Games 2026: ଏସିଆନ୍ ଗେମ୍ସ ପୂର୍ବରୁ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ; ବାଦ୍ ପଡ଼ିଲେ ବରୁଣ, ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୬।୯: ଏସିଆନ୍ ଗେମ୍ସ ୨୦୨୬ ପୂର୍ବରୁ ଭାରତୀୟ କ୍ରିକେଟ୍ ଦଳରେ ପରିବର୍ତ୍ତନ ହୋଇଛି । ଆହତ କାରଣରୁ ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ଏସିଆନ୍ ଗେମ୍ସରୁ ବାଦ୍…

୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ କଥା କହିଲେ ସଞ୍ଜୁ ସାମସନ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ‘ପ୍ଲେଇଙ୍ଗ ଇଲେଭେନ’ (ଖେଳାଳି ଦଳ)ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ସୁଯୋଗ ମିଳିନାହିଁ। ଅନ୍ୟପକ୍ଷରେ, ପୂର୍ବ ସିରିଜରୁ…

ଜାରି ହେଲା ICCର ନୂଆ ରାଙ୍କିଙ୍ଗ୍‌: ଉପରକୁ ଉଠିଲେ ଅଭିଷେକ, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୧୬।୯: ICC ପକ୍ଷରୁ ବୁଧବାର ନୂଆ T20 ରାଙ୍କିଂ ଜାରି କରାଯାଇଛି। ଏଥିରେ ଭାରତୀୟ ବ୍ୟାଟର୍‌ ଅଭିଷେକ ଶର୍ମାଙ୍କୁ ବଡ଼ ଫାଇଦା ମିଳିଛି। ସେ T20 ବ୍ୟାଟିଂ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଆସିଲା ବଡ଼ ଖବର: ପ୍ରଶଂସକ ଶୁଣିଲେ ହୋଇଯିବେ ଖୁସି!

ନୂଆଦିଲ୍ଲୀ,୧୬।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ୩ ମ୍ୟାଚ ବିଶିଷ୍ଟ T20 ସିରିଜ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରଥମ ଦୁଇଟି ମ୍ୟାଚ ଜିତି ଟିମ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?