Posted inଖେଳ

ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ର କୋଟି କୋଟି ଟଙ୍କା ପାଣିରେ ପଡିଲା

ନୂଆଦିଲ୍ଲୀ,୧୪।୪: ଆଇପିଏଲ ୨୦୨୪ରେ ଅନେକ ଖେଳାଳି ଅଛନ୍ତି, ଯେଉଁମାନେ କ୍ରମାଗତ ଭାବରେ ପଛରେ ରହିଛନ୍ତି। ଏଥି ମଧ୍ୟରୁ ଜଣେ ହେଉଛନ୍ତି ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ର ଦୀପକ ହୁଡା, ଯିଏ ଚଳିତ ସିଜିନର ୩ଟି ମ୍ୟାଚରେ ମାତ୍ର ୪୪ ରନ ସ୍କୋର କରିବାରେ ସକ୍ଷମ ହୋଇଛନ୍ତି। କୋଲକାତା ନାଇଟ ରାଇଡର୍ସ ବିପକ୍ଷ ମ୍ୟାଚରେ ଦୀପକ ୩ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିଲେ, କିନ୍ତୁ ବ୍ୟାଟ ସହିତ କୌଣସି ଯାଦୁ ଦେଖାଇବା ପୂର୍ବରୁ ସେ ୧୦ ବଲରେ ମାତ୍ର ୮ ରନ ସ୍କୋର କରିବା ପରେ ପାଭିଲିୟନକୁ ଫେରିଥିଲେ। ଗତ ୨ ସିଜିନ୍‌ରେ ଦୀପକ ହୁଡାଙ୍କୁ ୫.୭୫ କୋଟି ଟଙ୍କା ପ୍ରଦାନ କରାଯାଉଛି, କିନ୍ତୁ ହୁଡାଙ୍କ ଖରାପ ଫର୍ମ ଏଲଏସଜି ପାଇଁ କୋଟି କୋଟି ଟଙ୍କା ଅପଚୟ କହିବା ଭୁଲ ହେବ ନାହିଁ।
ଦୀପକ ହୁଡାଙ୍କର ଶେଷ ଅର୍ଦ୍ଧଶତକ ୨୦୨୨ ସିଜନରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଆସିଥିଲା। ସେତେବେଳେ ହୁଡା ୩୯ ବଲରେ ୫୯ ରନର ଇନିଂସ ଖେଳିଥିଲେ। ଏହା ପରେ ୧୫ ଇନିଂସ ଅତିକ୍ରମ କରିସାରିଛି, କିନ୍ତୁ ହୁଡାଙ୍କ ବ୍ୟାଟରୁ କୌଣସି ବଡ଼ ଇନିଂସ ଦେଖିବାକୁ ମିଳିନାହିଁ। ଗତ ୧୫ ଇନିଂସରେ ତାଙ୍କର ସର୍ବାଧିକ ସ୍କୋର ୪୫ ରନ ଏବଂ ଏହା ୨୦୨୨ରେ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri