Posted inଖେଳ

ଆଇପିଏଲ୍‌ ପ୍ରସ୍ତୁତି ଆରମ୍ଭ କଲା ଲକ୍ଷ୍ନୌ ଟିମ୍‌, ଗମ୍ଭୀରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୨୫।୨: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଦ୍ୱିତୀୟ ସିଜନ ଖେଳିବାକୁ ଯାଉଛି ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌। ଏହାକୁ ନେଇ ଦଳ ପ୍ରସ୍ତୁତି ଆରମ୍ଭ କରିଛି। ଫ୍ରାଞ୍ଚାଇଜ୍‌ର ଟୁଇଟର ହ୍ୟାଣ୍ଡେଲରୁ ଏକ ଫଟୋ ଶେୟାର କରାଯାଇଛି। ଫଟୋରେ ଦଳର ପରାମର୍ଶଦାତା(ମେଣ୍ଟର) ଗୌତମ ଗମ୍ଭୀର, ଅଲରାଉଣ୍ଡର ଦୀପକ ହୁଡା ଏବଂ ଯୁବ ବ୍ୟାଟ୍ସମ୍ୟାନ୍‌ ଆୟୁଷ ବାଡାଉନି ନଜର ଆସିଛନ୍ତି। ଭାରତୀୟ କ୍ରିକେଟର ବର୍ତ୍ତମାନ, ଅତୀତ ଏବଂ ଭବିଷ୍ୟତ ଗୋଟିଏ ଫ୍ରେମରେ ଥିବା କ୍ୟାପ୍‌ଶନରେ ଲେଖାଅଛି।

ତେବେ ଲକ୍ଷ୍ନୌ ଟିମ୍‌ କେଏଲ୍‌ ରାହୁଲଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ। ହେଲେ ଏବେ ସେ ଫର୍ମରେ ନ ଥିବାରୁ ଦଳ ପାଇଁ ଚିନ୍ତାର କାରଣ ପାଲଟିଛି। ଏହାକୁ ନେଇ ସେ ମଧ୍ୟ ଜାତୀୟ ଟିମ୍‌ରୁ ବାଦ୍‌ ପଡ଼ିପାରନ୍ତି ବୋଲି କୁହାଯାଉଛି। ତାଙ୍କ ସ୍ଥାନରେ ବର୍ଡର ଗାଭାସ୍କର ଟ୍ରଫିର ତୃତୀୟ ମ୍ୟାଚ୍‌ରେ ଶୁଭମନ ଗିଲଙ୍କୁ ଖେଳାଯାଇପାରେ ବୋଲି ଅନୁମାନ କରାଯାଉଛି।

କହିରଖୁଛୁ, ଆଗାମୀ ଆଇପିଏଲ୍‌-୧୬ରେ ଲକ୍ଷ୍ନୌ ଏପ୍ରିଲ ୧ରେ ଦିଲ୍ଲୀ ବିପକ୍ଷରେ ନିଜର ଅଭିଯାନ ଆରମ୍ଭ କରିବ। ଦଳ ପ୍ରଥମ ମ୍ୟାଚ୍‌ ଲକ୍ଷ୍ନୌରେ ଖେଳିବାକୁ ଥିବା ବେଳେ ଅନ୍ତିମ ମୁକାବିଲା ମେ’ ୨୦ରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ କୋଲକାତାରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri