Posted inଖେଳ

ଆଜି ଲକ୍ଷ୍ନୌକୁ ଭେଟିବ ହାଇଦ୍ରାବାଦ

ଲକ୍ଷ୍ନୌ,୭।୪: ଆଇପିଏଲ ସିରିଜ ୧୬ର ଦଶମ ମ୍ୟାଚ୍‌ ବୁଧବାର ଲକ୍ଷ୍ନୌ ସୁପର ଜାଏଣ୍ଟସ୍‌(ଏଲ୍‌ଏସ୍‌ଜି) ଏବଂ ସନ୍‌ରାଇଜର୍ସ ହାଇଦ୍ରାବାଦ(ଏସ୍‌ଆର୍‌ଏଚ୍‌)ମଧ୍ୟରେ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକାନା ଷ୍ଟାଡିୟମରେ ଖେଳାଯିବ। ଚଳିତ ଆଇପିଏଲ୍‌ରେ ପରାଜୟରୁ ଅଭିଯାନ ଆରମ୍ଭ କରିଥିବା ସନ୍‌ରାଇଜର୍ସ ହାଇଦ୍ରାବାଦ ଜିତିବା ପାଇଁ ଲକ୍ଷ୍ୟ ରଖିଛି।

ସନ୍‌ରାଇଜର୍ସ ହାଇଦ୍ରାବାଦ: ଏଦେନ ମାରକ୍ରମ (ଅଧିନାୟକ), ଭୁବନେଶ୍ବର କୁମାର, ଅବଦୁଲ ସାମଦ, ଅଭିଷେକ ଶର୍ମା, ମୟଙ୍କ ଅଗ୍ରୱାଲ, ଅମୋଲପ୍ରୀତ ସିଂହ, ହାରି ବ୍ରୁକ, ମୟଙ୍କ ଡଗର, ଫଜଲହକ ଫାରୁକି, ଅକିଲ ହୁସେନ, କାର୍ତ୍ତିକ ତ୍ୟାଗୀ, ହେନରିକ କ୍ଲାସେଁ, ମୟଙ୍କ ମାର୍କଣ୍ଡେ, ଟି ନଟରାଜନ, ନୀତୀଶ କୁମାର ରେଡ୍ଡୀ, ଗ୍ଲେନ ଫିଲିପ୍ସ, ଅଦିଲ ରସିଦ, ସାନବୀର ସିଂହ, ରାହୁଲ ତ୍ରିପାଠୀ, ଉମ୍ରାନ ମଲ୍ଲିକ, ବିଭ୍ରାନ୍ତ ଶର୍ମା, ସମର୍ଥ ବ୍ୟାସ, ୱାସିଂଟନ ସୁନ୍ଦର, ଉପେନ୍ଦ୍ର ଯାଦବ, ମାର୍କୋ ଜାନସେନ।

ଲକ୍ଷ୍ନେ ସୁପର ଜାଏଣ୍ଟସ: କେଏଲ ରାହୁଲ (ଅଧିନାୟକ), କାଇଲ ମେୟର୍ସ, ଦୀପକ ହୁ କୃନାଲ ପାଣ୍ଡ୍ୟା, ଅମିତ ମିଶ୍ରା, ନିକୋଲାସ ପୂରନ, ନବୀନ ଉଲ ହକ, ଆୟୁଷ ବାଦୋନି, ଆୱେସ ଖାନ, କରନ ଶର୍ମା, ଯୁଦ୍ଧବୀର ଚରକ, ୟାଶ ଠାକୁର, ରୋମାରିଓ ସେଫର୍ଡ, ମାର୍କ ଉଡ, ସ୍ବପ୍ନିଲ ସିଂହ, ମନନ ଭୋରା, ଡାନିଏଲ ସାମ୍ସ, ପ୍ରେରକ ମଙ୍କ କୃଷ୍ଣାପ୍ପା ଗେତମ, ଜୟଦେବ ଉନାଦକଟ, ମାର୍କସ ଷ୍ଟୋଇନିସ, ରବି ବିଷ୍ଣୋଇ, ମୟଙ୍କ ଯାଦବ।


Enter your email to get our daily news in your inbox.

All Right Reserved By Dharitri.Com

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

ପବନ ଖେରାଙ୍କୁ ବଡ଼ ଝଟ୍‌କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ବଡ଼ ରେକର୍ଡ କଲେ ସମ୍ରାଟ ଚୌଧୁରୀ: ପ୍ରଥମଥର ବିହାରରେ…

ପାଟନା,୧୫।୪: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri