ଶେଷ ଓଭରରେ ଚେନ୍ନାଇକୁ ହରାଇଲା ଲକ୍ଷ୍ନୌ

ମୁମ୍ବାଇ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ସପ୍ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସକୁ ୬ ଉଇକେଟରେ ପରାସ୍ତ କରିଛି ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ। ଫଳରେ ଚଳିତ ଆଇପିଏଲ୍‌ ସିଜନରେ ଲକ୍ଷ୍ନୌ ତାର ବିଜୟ ଅଭିଯାନ ଆରମ୍ଭ କରିଛି।

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିବା ଲକ୍ଷ୍ନୌ ଆଗରେ ଚେନ୍ନାଇ ସୁପର କିଙ୍ଗ୍ସ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୨୧୦ ରନ୍‌ କରିଥିଲା। ଫଳରେ ଲକ୍ଷ୍ନୌ ଆଗରେ ବିଜୟ ପାଇ ୨୧୧ ରନ୍‌ର ଟାଗେର୍ଟ ରଖିଥିଲା ଚେନ୍ନାଇ। ହେଲେ ଲକ୍ଷ୍ନୌ ୧୯.୩ ଓଭରରେ ୪ ଉଇକେଟ ହରାଇ ୨୧୧ ରନ୍‌ର ବିଜୟ ଲକ୍ଷକୁ ହାସଲ କରି ନେଇଥିଲା।

ଲକ୍ଷ୍ନୌର ଦୁଇ ଓପନର ଅଧିନାୟକ କେ.ଏଲ୍‌ ରାହୁଲ ଏବଂ କ୍ୱିଣ୍ଟନ ଡି କକ୍‌ ଦଳକୁ ଭଳ ଷ୍ଟାଟ ଦେଇଥିଲେ। ୧୦.୨ ଓଭରରେ ରାହୁଲ ଏବଂ ଡି କକ୍‌ ୯୯ ରନ୍‌ ଜୋଡିଥିଲେ। ହେଲେ ରାହୁଲ ୨୬ ବଲ୍‌ରେ ୪୦ ରନ୍‌(୨ ଚଉକା ଏବଂ ୩ ଛକା) କରି ପ୍ରଥମ ଉଇକେଟ ଭାବେ ଡୱାଇନ ପ୍ରିଟୋରିୟସଙ୍କ ବଲ୍‌ରେ ଆଉଟ ହୋଇଥିଲେ। ମନୀଷ ପାଣ୍ଡେ ବ୍ୟାଟିଂ କରିବାକୁ ଆସି ୫ ରନ୍‌ କରି ବିଫଳ ହୋଇଥିଲେ। ଡି କକ୍‌ ଧର୍ଯ୍ୟର ସହ ବ୍ୟାଟିଂ କରି ଦଳକୁ ଆଗକୁ ଦେଇଥିଲେ। ସେ ୪୫ ବଲ୍‌ରେ ୬୧ ରନ୍‌ କରି ଦଳର ସ୍ଥିତିକୁ ମଜଭୁତ କରିଥିଲେ। ହେଲେ ଇଭିନ ଲୁଇସ ୨୩ ବଲ୍‌ରେ ୫୫ ରନ୍‌ର ବିସ୍ଫୋରକ ଇନିଂସ ସହ ଆୟୁଷ ବାଡୋନଙ୍କ ୯ ବଲ୍‌ରେ ୧୯ରନ୍‌ର ଦମ୍‌ଦାର ପ୍ରଦର୍ଶନ କରି ଚେନ୍ନାଇ ହାତରୁ ମ୍ୟାଚ ଛଡାଇ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘାଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ବାଂଲାଦେଶକୁ ନେଇ ICC ନେଲା ବଡ଼ ନିଷ୍ପତ୍ତି: କ୍ରିକେଟ୍‌ ଜଗତରେ ଖେଳିଗଲା…

ନୂଆଦିଲ୍ଲୀ,୧୦।୨: ଭାରତରେ T20 ବିଶ୍ୱକପ ମ୍ୟାଚ ଖେଳିବାକୁ ମନା କରିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ ଉପରେ କୌଣସି ଦଣ୍ଡ ଲାଗୁ କରାଯିବ ନାହିଁ। ICC ଘୋଷଣା…

କାହାକୁ ଡରୁଥିଲା ପାକିସ୍ତାନ, କେମିତି ନଇଁଲା ଆଉ କିଏ ବୁଝାଇଲା? ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚର ଇନସାଇଡ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ସରକାର ମ୍ୟାଚ ବର୍ଜନ କରିବାର ନିଷ୍ପତ୍ତି ପ୍ରତ୍ୟାହାର କରିନେଇଛି। ପାକିସ୍ତାନର ଏହି ନିଷ୍ପତ୍ତି ଟୁର୍ଣ୍ଣାମେଣ୍ଟରେ ଚାଲିଥିବା ଅଚଳାବସ୍ଥାର ଅନ୍ତ ଘଟାଇଛି। ୨୦୨୬ ଟି-୨୦ ବିଶ୍ୱକପର…

କୁମ୍ଭ ରାଶିରେ ବୁଧଙ୍କ ଉଦୟ, ଚମକିବ ୩ ରାଶିର ଭାଗ୍ୟ

ଫେବୃଆରୀ ୯ ତାରିଖରେ ବୁଧ କୁମ୍ଭ ରାଶିରେ ଉଦିତ ହୋଇଛନ୍ତି। ବୁଧଙ୍କ ଏହି ଉଦିତ ଫେବୃଆରୀ ମାସରେ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ଫଳ ଆଣିପାରେ।…

ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ…

ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ…

ICCର ବଡ଼ ଘୋଷଣା: ଏହି ଦଳରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧୦।୨: ଆଇସିସି ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ଐତିହାସିକ ବିଜୟର ନାୟକ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

ଏଇ ଭାରତରେ

ନିଷ୍ଠା ଓ ପ୍ରତିବଦ୍ଧତା ସଫଳତା ଆଣେ, ଯାହା ପ୍ରମାଣ କରିପାରିଛନ୍ତି ଉତ୍ତରାଖଣ୍ଡର ସୁଶାନ୍ତ ୟୁନିଆଲ ଏବଂ ତାଙ୍କ ଭାଇ। ଦୁଇ ଭାଇ ସବୁଠୁ ବଡ଼ ଛତୁ ଛତ୍ପାଦନ…

ମା’ବାପାଙ୍କ ଗାଳିକୁ ସହିପାରିଲେନି, ଏକାଥରେ ବିଷ ପିଇ ୪ ନାବାଳିକାଙ୍କ ଆତ୍ମହତ୍ୟା

ଔରଙ୍ଗାବାଦ,୧୦।୨: ପୁଅମାନଙ୍କ ସହ ମିଳାମିଶା କରୁଥିବାରୁ ଝିଅଙ୍କୁ ସେମାନଙ୍କ ମା’ବାପା ଗାଳିଦେଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ୫ ନାବାଳିକା ଏକାଠି ବିଷ ପିଇଦେଲେ । ସେମାନଙ୍କ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri