ଟସ୍‌ ଜିତିଲା ଲକ୍ଷ୍ନୌ ସୁପର ଜିଆଣ୍ଟସ

ମୁମ୍ବାଇ,୧।୫: ଆଇପିଏଲ ୨୦୨୨ର ୪୫ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ସହିତ ମୁହାଁମୁହିଁ ହେଉଛିି। ଲକ୍ଷ୍ନୌ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛିି। ଫଳରେ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ବୋଲିଂ କରିବ।
ଲକ୍ଷୌ୍ନ ଦଳ ଏବେ ଭଲ ଫର୍ମରେ ଚାଲିଛି ଏବଂ ଏ ପର୍ଯ୍ୟନ୍ତ ୯ ମ୍ୟାଚ ମଧ୍ୟରୁ ୬ଟି ଜିତିଛି। ପଏଣ୍ଟ ଟେବୁଲରେ ଦଳ ତୃତୀୟ ସ୍ଥାନରେ ରହିଛି। ଏଥିସହିତ ଦିଲ୍ଲୀ ଦଳ ଚଳିତ ସିଜନରେ ସଂଘର୍ଷ କରୁଥିବା ଜଣାପଡିଛି। ସେମାନେ ୮ଟି ମ୍ୟାଚ ମଧ୍ୟରୁ ଚାରିଟି ଜିତିଛି ଏବଂ ପଏଣ୍ଟ ଟେବୁଲରେ ଷଷ୍ଠ ସ୍ଥାନରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri