ଭାଗ୍ୟଶାଳୀ ବାମ୍ବୋପ୍ଲାଣ୍ଟ

ବାସ୍ତୁଶାସ୍ତ୍ର ଅନୁଯାୟୀ, ବାମ୍ବୋ ପ୍ଲାଣ୍ଟ ହେଉଛି ଭାଗ୍ୟଶାଳୀ ତଥା ଶୁଭଫଳ ପ୍ରଦାନକାରୀ ଏକ ପ୍ରକାରର ଗଛ। ଏହାକୁ ଘରେ ହେଉ ଅବା କର୍ମକ୍ଷେତ୍ରରେ ରଖିଲେ ଭାଗ୍ୟୋଦୟ ହେବା ସହ ବୈଭବ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ କରାଯାଏ। ତେବେ ବାମ୍ବୋପ୍ଲାଣ୍ଟର ଆଉ କ’ଣ ସବୁ ଉପକାରିତା ରହିଛି ଆସନ୍ତୁ ଜାଣିବା ସେ ସମ୍ପର୍କରେ…

* ବାମ୍ବୋପ୍ଲାଣ୍ଟ ପରିବେଶକୁ ସଫାସୁତୁରା ରଖିବାରେ ବେଶ୍‌ ସହାୟକ ହୋଇଥାଏ। ସେଥିପାଇଁ ଏହାକୁ ନାଚୁରାଲ୍‌ ଏୟାର୍‌ ପ୍ୟୁରିଫାୟର୍‌ ବୋଲି କୁଯାଯାଏ।

* ଭାଗ୍ୟଶାଳୀ ବାମ୍ବୋପ୍ଲାଣ୍ଟକୁ ଘରର ପୂର୍ବ ଦିଗରେ ରଖିଲେ ସକାରାତ୍ମକ ଉର୍ଜ୍ଜା ଉତ୍ପନ୍ନ ହୋଇଥାଏ। ଅନ୍ୟପକ୍ଷେ ଏହାକୁ ଦକ୍ଷିଣ-ପୂର୍ବ ଦିଗରେ ରଖିଲେ ଧନପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ମଧ୍ୟ କରାଯାଏ।

*ସବୁଠୁ ବଡ଼ କଥା ହେଉଛି ଏହି ବାମ୍ବୋପ୍ଲାଣ୍ଟରେ ଦିଆଯାଇଥିବା ପାଣିକୁ ପ୍ରତି ସପ୍ତାହରେ ବଦଳାଇବା ଦରକାର। ଯଦ୍ଦ୍ବାରା ଆର୍ଥତ୍କସ୍ଥିତି ମଜଭୂତ୍‌ ହୋଇଥାଏ ବୋଲି ଲୋକ ବିଶ୍ୱାସ ରହିଛି।

* ଏହି ବାମ୍ବୋପ୍ଲାଣ୍ଟକୁ ଘରର ଯେକୌଣସି ସ୍ଥାନରେ ରଖିପାରିବେ। ଏପରିକି ପତ୍ନୀପତିଙ୍କ ବେଡ୍‌ରୁମରେ ବି। କାରଣ ଏହା ପତ୍ନୀପତିଙ୍କ ଭିତରେ ଭଲପାଇବା ବୃଦ୍ଧି କରିବାରେ ବେଶ୍‌ ସହାୟକ ହୁଏ ବୋଲି ବିଶ୍ୱାସ କରାଯାଏ।

*ସେହିପରି କ୍ୟାରିୟର୍‌ରେ ସଫଳ ହେବାକୁ ଚାହୁଁଥିଲେ ଷ୍ଟଡିରୁମ୍‌ରେ ମଧ୍ୟ ବାମ୍ବୋପ୍ଲାଣ୍ଟକୁ ରଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅନେକ ପୁରୁଷ ପ୍ରେମିକାଙ୍କୁ କହିଥାନ୍ତି ଏହି ୬ ମିଛ, ଜାଣିଲେ…

ସମ୍ପର୍କରେ ଅନେକ ପୁରୁଷ ମିଛ କହିଥାନ୍ତି , ତେବେ ଏହି ମିଛ କହିବାର ଅନେକ ଗୁଡ଼ଏ କାରଣ ମଧ୍ୟ ରହିଛି। କେତେବେଳେ ପ୍ରେମିକ ତାଙ୍କ ପ୍ରେମିକାକୁ...

ଫେଷ୍ଟିଭ୍‌ ଜୁଏଲେରୀ

ଜୁଏଲେରୀ ପ୍ରତି ନାରୀଙ୍କର ଦୁର୍ବଳତା ସବୁବେଳେ ରହିଆସିଛି। କାରଣ ଏହା ସେମାନଙ୍କର ରୂପକୁ ଆହୁରି ଆକର୍ଷକ କରିଦେଇଥାଏ। ସେଥିପାଇଁ ତ ବାହାଘର ହେଉ ଅବା ପୂଜାପାର୍ବଣ...

ଖରାଦିନେ ଦହି ଖାଇଲେ କ’ଣ ହୁଏ

ପ୍ରାୟ ସବୁ ଲୋକଙ୍କୁ ଦୁଗ୍ଧରେ ତିଆରି ଜିନିଷ ପସନ୍ଦ ହୋଇଥିବା ବେଳେ କେହି କେହି ଏହାକୁ ପସନ୍ଦ ମଧ୍ୟ କରି ନ ଥାନ୍ତି। ତେବେ ଖରାଦିନେ...

ଗର୍ଭବତୀ ଓ କରୋନା ସତର୍କତା

ବର୍ତ୍ତମାନ ସମଗ୍ର ପୃଥିବୀବାସୀଙ୍କ ଚିନ୍ତାର କାରଣ ସାଜିଛି କରୋନା ଭାଇରସ୍‌। ସମସ୍ତଙ୍କ ଲାଗି ଏହି ରୋଗ ବିପଜ୍ଜନକ ହୋଇଥିଲେ ହେଁ ମଧୁମେହ ରୋଗୀ, ହୃଦ୍‌ରୋଗୀ, ଶ୍ୱାସରୋଗୀ,...

ଏହି ୪ ଲୋକଙ୍କ ପାପକୁ ଅନ୍ୟମାନେ ଭୋଗିଥାନ୍ତି, ଜାଣିରଖନ୍ତୁ କ’ଣ କହିଛନ୍ତି ଚାଣକ୍ୟ

ଅନେକ ଥର ନିଜେ ଭୁଲ ନ କଲେ ବି ଅନ୍ୟର ଭୁଲ ପାଇଁ କ୍ଷତି ସହିବାକୁ ପଡ଼ିଥାଏ। ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ର ‘ଚାଣକ୍ୟ ନୀତି’ରେ...

ସୁସ୍ଥ ହୃତ୍‌ପିଣ୍ଡ ପାଇଁ…

ଆଜିର ସମୟରେ ଚିନ୍ତାଜନକ ହେଉଛି ହୃଦ୍‌ରୋଗ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ତଥ୍ୟ ଅନୁଯାୟୀ ପ୍ରତି ବର୍ଷ ପାଖାପାଖି ୧କୋଟି ୭୦ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କର ଅସ୍ବାଭାବିକ ହୃଦ୍‌ରୋଗରେ...

ମୁଣ୍ଡବିନ୍ଧାର କାରଣ, ନିରାକରଣ

ଆଜିକାଲି ମୁଣ୍ଡବିନ୍ଧା ମୁଖ୍ୟ ସମସ୍ୟା ପାଲଟିଛି। ଏପରିକି ଅଧିକାଂଶ ଲୋକଙ୍କର ସପ୍ତାହକୁ ୨-୩ ଥର ମୁଣ୍ଡବିନ୍ଧା ହୋଇଥାଏ। ଏହାର ଅନେକ କାରଣ ମଧ୍ୟ ରହିଛି। ମାନସିକ...

ଟ୍ରାଇ କଲର୍‌ ଲୁକ୍‌

ସାଧାରଣତନ୍ତ୍ର ଦିବସ ଅବସରରେ ଟିକେ ଡିଫରେଣ୍ଟ ଦେଖାଯିବା ପାଇଁ ପ୍ରାୟ ସମସ୍ତଙ୍କର ଇଚ୍ଛା ଥାଏ। ଖାସ୍‌ କରି ଟ୍ରାଇ କଲର୍‌ ଲୁକ୍‌ରେ ଫ୍ୟାଶନେବଲ୍‌ ଲାଗିବାକୁ କିଏ...

Advertisement
Archives

Model This Week