ବିଶ୍ୱକପରୁ ବିଦାୟ ପରେ କୋଚ୍‌ଙ୍କ ଇସ୍ତଫା

ଦୋହା,୮ା୧୨: ଫିଫା ବିଶ୍ୱକପରୁ ସ୍ପେନ୍‌ ଦଳର ବିଦାୟ ପରେ କୋଚ୍‌ ପଦରୁ ଇସ୍ତଫା ଦେଇଛନ୍ତି ଲୁଇସ୍‌ ଏନ୍‌ରିକ୍‌। ରାଉଣ୍ଡ ଅଫ୍‌ ୧୬ତମ ମ୍ୟାଚରେ ମରକ୍କୋ ନିକଟରୁ ଦଳ ପେନାଲ୍ଟି ଶୁଟଆଉଟରେ ୩-୦ରେ ପରାସ୍ତ ହୋଇଥିଲା। ମ୍ୟାଚର ଏକ୍ସଟ୍ରା ଟାଇମ ସୁଦ୍ଧା ଉଭୟ ଦଳ ପରସ୍ପରକୁ ଗୋଲ ଦେବାରେ ଅସମର୍ଥ ରହିବା ପରେ ସ୍ପେନ୍‌ ପେନାଲ୍ଟି ଶୁଟଆଉଟରେ ପରାସ୍ତ ହୋଇଥିଲା। ଏନରିକ୍‌ଙ୍କ ସ୍ଥାନରେ ଲୁଇସ୍‌ ଡେ ଲା ଫୁଏଣ୍ଟେଙ୍କୁ ଦଳର ନୂତନ କୋଚ ଭାବେ ଘୋଷଣା କରାଯାଇଛି। ସ୍ପାନିଶ୍‌ ଫୁଟବଲ ଫେଡେରେଶନ ପକ୍ଷରୁ ଏନରିକ୍‌ଙ୍କୁ ତାଙ୍କ ସେବା ପାଇଁ ଧନ୍ୟବାଦ ଅର୍ପଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

କିଏ ହେବ ଆଶା ଭୋସଲେଙ୍କ ସମ୍ପତ୍ତିର ଉତ୍ତରଧିକାରୀ? ୟାଙ୍କୁ ମିଳିବ କୋଟି କୋଟି ଟଙ୍କାର ସମ୍ପତ୍ତି…

ମୁମ୍ୱାଇ: ବଲିଉଡର ପ୍ରସିଦ୍ଧ ଗାୟିକା ଆଶା ଭୋସଲେ ଆଉ ଆମ ମଧ୍ୟରେ ନାହାନ୍ତି। ଆଠ ଦଶନ୍ଧି ଧରି ହିନ୍ଦୀ ସିନେମାକୁ ତାଙ୍କର ସୁମଧୁର କଣ୍ଠସୱରରେ ସୁନ୍ଦର କରିଥିବା…

ଯୁଦ୍ଧରେ ଇରାନ ବିପର୍ଯ୍ୟସ୍ତ: ଏହି ୫ ଉପସାଗରୀୟ ଦେଶଠାରୁ ଦାବି କଲା କ୍ଷତିପୂରଣ

ତେହରାନ୍‌,୧୫।୪: ପାଞ୍ଚଟି ଉପସାଗରୀୟ ଦେଶ ବିରୁଦ୍ଧରେ  ଇରାନ ଗମ୍ଭୀର ଅଭିଯୋଗ ଆଣିଛି। ଇରାନ ଦାବି କରିଛି ଯେ ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଫେବୃଆରୀ ୨୮ରେ ହୋଇଥିବା…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ରାଘବ ଚଢାଙ୍କୁ ପୁଣି ଆଉ ଏକ ଝଟ୍‌କା, ପଞ୍ଜାବ ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୪: ଆମ ଆଦମୀ ପାର୍ଟି ନେତା ଏବଂ ରାଜ୍ୟ ସଭାର ଉପନେତା ଅଶୋକ ମିତ୍ତଲଙ୍କ ଘର ଏବଂ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଚଢାଉ ମଧ୍ୟରେ, ପଞ୍ଜାବ…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri