କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର,୧୮।୧୧ (ବ୍ୟୁରୋ): ଶତାବ୍ଦୀର ଦୀର୍ଘତମ ଆଶିଂକ ଚନ୍ଦ୍ର ଗ୍ରହଣ ଶୁକ୍ରବାର ସଂଗଠିତ ହେବ। ଭାରତୀୟ ସମୟ ସକାଳ ୧୧ଟା ୩୨ରେ ଚନ୍ଦ୍ର ଉପଛାୟାରେ ପ୍ରବେଶ କରିବା ସହିତ ଗ୍ରହଣ ଆରମ୍ଭ ହେବ। ପରେ ମଧ୍ୟାହ୍ନ ୧୨ଟା ୪୮ରେ ଚନ୍ଦ୍ର ଛାୟାରେ ପ୍ରବେଶ କରିବ ଓ ଅପରାହ୍ନ ୨ଟା ୩୨ରେ ସର୍ବାଧିକ ୯୭.୪୨% ଗ୍ରହଣ ଘଟିବ। ଅପରାହ୍ନ ୪ଟା ୧୭ରେ ଚନ୍ଦ୍ର ଛାୟାରୁ ଓ ୫ଟା ୩୩ରେ ଉପଛାୟାରୁ ସମ୍ପୂର୍ଣ୍ଣ ବାହାରିଯିବ। ଏହି ଚନ୍ଦ୍ରଗ୍ରହଣ ଏସିଆ, ଅଷ୍ଟ୍ରେଲିଆ, ଆମେରିକା, ଆଲାସ୍କା ହାଓ୍ବାଇର କିଛି ଅଂଶ ତଥା ଉତ୍ତର-ୟୁରୋପର କିଛି ଅଞ୍ଚଳରେ ଆଂଶିକ ଦୃଶ୍ୟମାନ ହେବ। ଭାରତକୁ ଏହା ଦୃଶ୍ୟମାନ ହେବ ନାହିଁ ବୋଲି ପଠାଣି ସାମନ୍ତ ପ୍ଲାନେଟୋରିୟମ୍‌ ଉପନିର୍ଦ୍ଦେଶକ ଡ. ଶୁଭେନ୍ଦୁ ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri