କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ: ଜାଣନ୍ତୁ ସମସ୍ତ ସୂଚନା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ଲାଗିବ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ । ଏହା ଚଳିତ ବର୍ଷର ଅନ୍ତିମ ଚନ୍ଦ୍ର ଗ୍ରହଣ । ମଙ୍ଗଳବାର ଅପରାହ୍ନ ୨ଟା ୩୮ ମିନିଟ ୧୪ ସେକେଣ୍ଡରେ ଗ୍ରହଣ ସ୍ପର୍ଶ କରିବ । ସା ୬ଟା ୧୮ ମିନିଟ ୪୭ ସେକେଣ୍ଡରେ ସର୍ବମୋକ୍ଷ ହେବ। ପୂର୍ଣ୍ଣଗ୍ରହଣ ସା ୫ଟା ୫ ମିନିଟ ୫୯ ସେକେଣ୍ଡଠାରୁ ସା ୬ଟା ୧୮ ମିନିଟ ୪୭ ସେକେଣ୍ଡ ପର୍ଯ୍ୟନ୍ତ ଦୃଶ୍ୟମାନ ହେବ ।

ଗ୍ରହଣ ଯୋଗୁ ଭୋର ୫ଟା ୫୪ ମିନିଟ ୫୩ ସେକେଣ୍ଡଠାରୁ ଅନ୍ନଭୋଜନ, ପାକକର୍ମ ଓ ଦେବନୀତି ନିଷେଧ । ସେହିଦିନ କାର୍ତ୍ତିକ ପୂର୍ଣ୍ଣମୀ ଥିବାରୁ ଲୋକମାନେ ଡଙ୍ଗା ଭସାଇପାରିବେ । ଭୋର ୫ଟା ୫୪ ମିନିଟ ପୂର୍ବରୁ ଦେବନୀତି, ଡଙ୍ଗାଭସା ସାରିହେବ। ସନ୍ଧ୍ୟା ୬ଟା ୧୯ ମିନିଟ୍‌ରେ ସର୍ବମୋକ୍ଷ ପରେ ସ୍ନାନ, ଦେବନୀତି, ପାକକର୍ମ ଆଦି କରାଯିବ। ରାହୁଗ୍ରସ୍ତ ଚନ୍ଦ୍ରଗ୍ରହଣରେ ମେଷ, ବୃଷ, କର୍କଟ, ସିହଂ, କନ୍ୟା ଓ ତୁଳା ଆଦି ରାଶିରେ ଗ୍ରହଣ ଦେଖିବା ଅଶୁଭ । ଅନ୍ୟ ସମସ୍ତ ରାଶି ଚନ୍ଦ୍ରଗ୍ରହଣ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?