ସହଜରେ ଚିହ୍ନଟ କରିହେବ ଫୁସ୍‌ଫୁସ୍‌ କ୍ୟାନ୍‌ସର

କଥାରେ ଅଛି-‘କ୍ୟାନ୍‌ସର ନୋ ଆନସର’। ହେଲେ ଆଜିକାଲି ଚିକିତ୍ସା ବିଜ୍ଞାନରେ ଦିନକୁ ଦିନ ନୂଆ ଚିକିତ୍ସା ପ୍ରଣାଳୀ ଅନୁସରଣ କରାଯାଉଛି। କେତେକ କ୍ୟାନ୍‌ସରକୁ ପ୍ରାରମ୍ଭିକ ଅବସ୍ଥାରୁ ଚିହ୍ନଟ କରି ତାହାକୁ ଆରୋଗ୍ୟ କରାଯାଇପାରୁଛି। ନିକଟରେ ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି ଯେ ଫୁସଫୁସ କ୍ୟାନ୍‌ସରକୁ ସହଜରେ ଚିହ୍ନଟ କରିହେବ। ଏଥିପାଇଁ ୟୁନିଭର୍ସିଟି ଅଫ କାଲିଫର୍ନିଆର କ୍ୟାନ୍‌ସର ବିଜ୍ଞାନୀମାନେ ଏକ ନୂଆ ସଫ୍ଟଓ୍ବେର ପ୍ରସ୍ତୁତ କରିଛନ୍ତି। କେବଳ ସେତିକି ନୁହେଁ, ଏହାକୁ ପରୀକ୍ଷାମୂଳକ ଭାବରେ ବ୍ୟବହାର କରାଯାଇ ସଫଳତା ମିଳିଛି ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଏହି ପ୍ରଣାଳୀକୁ ଆହୁରି ଉନ୍ନତ ଜ୍ଞାନକୌଶଳ ବିଶିଷ୍ଟ କରିବାକୁ ଆହୁରି କିଛି ସମୟ ଲାଗିବ ବୋଲି ରିପୋର୍ଟରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଦୁଶ୍ଚିନ୍ତା

ଦୁଶ୍ଚିନ୍ତା ମନ ଭିତରେ ବହୁ ଦିନ ଧରି ବସା ବାନ୍ଧି ରହିବା ଦ୍ୱାରା ମନ ଭାରାକ୍ରାନ୍ତ ହୋଇ ତାହା ମାନସିକ ତଥା ଶାରୀରିକ ସ୍ତରରେ ପ୍ରଭାବ...

କମ୍‌ ଦରମାକୁ ଋଣ ବଢ଼ୁଛି କି? ଶୁକ୍ରବାର ଦିନ କରନ୍ତୁ ଏହି ୫ କାମ; ଆପଣା ଛାଏଁ ଦୂର ହେବ ସମସ୍ୟା…

ମା’ ଲକ୍ଷ୍ମୀ ହେଉଛନ୍ତି ଧନର ଦେବୀ। ତାଙ୍କୁ ପୂଜା କରିବା ଦ୍ୱାରା ଆର୍ଥିକସ୍ତରରେ ସମସ୍ତ ଅସୁବିଧା ଦୂର ହୋଇଥାଏ। ଏହାଛଡ଼ା କୁବେର ଏବଂ ଶୁକ୍ର ଗ୍ରହରୁ...

କ୍ୟାନସରରୁ ବି ଦୂରେଇ ରଖେ ଏହି ଥେରାପି…

ୟୁରିନ୍‌ ଥେରାପି ସୁସ୍ଥ ରହିବାର ଅତି ପ୍ରାଚୀନ ଉପାୟ। ଏହି ସହଜ ଉପାୟ ଦ୍ୱାରା ଲାଷ୍ଟ ଷ୍ଟେଜ୍‌ରେ ବି କ୍ୟାନସର ଭଳି ଦୂରାରୋଗ୍ୟରୁ ମୁକ୍ତି ମିଳିଥାଏ...

ଏମିତି ଭୁଲ ବଢ଼ାଇପାରେ ସୁଗାରର ମାତ୍ରା

ଦିନକୁ ଦିନ ମଧୁମେହ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏ ନେଇ ଶରୀରରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ତେବେ ଏଥିରୁ ମୁକ୍ତି ଲାଗି...

ଉଚ୍ଚ ରକ୍ତଚାପରେ ପୀଡ଼ିତ କି? ଭୁଲରେ ବି ଖାଆନ୍ତୁ ନାହିଁ ଏସବୁ..

ଆଜିକାଲି ମଧୁମେହ, ରକ୍ତଚାପ ଜନିତ ସମସ୍ୟା ସାଧାରଣ କଥା ପାଲଟିଲାଣି। ହେଲେ ଏହା ସ୍ବାସ୍ଥ୍ୟ ପ୍ରତି ହାନିକାରକ। ସାରା ଜୀବନ ଏହା ପିଛା ଛାଡ଼ି ନ...

ପିଲାମାନେ ଅନ୍‌ଲାଇନ୍‌ରେ ପଢ଼ୁଛନ୍ତି କି’? ଦେଖାଦେଇପାରେ ଏସବୁ ସମସ୍ୟା, ଏପରି ହୁଅନ୍ତୁ ଯତ୍ନବାନ

ଲକ୍‌ଡାଉନ୍‌କୁ ପ୍ରାୟ ଦୁଇ ମାସ ବିତିଗଲାଣି। ଏହି ସମୟରେ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଛି। ପିଲାଙ୍କ ପାଠପଢ଼ାରେ ଯେମିତି କ୍ଷତି ନ ହେବା ବିଦ୍ୟାଳୟ ପକ୍ଷରୁ ଅନ୍‌ଲାଇନ...

ଖରାଦିନେ ଖାଆନ୍ତୁ ଏହି ଖାଦ୍ୟ, କମ୍‌ ହେବ ରକ୍ତଚାପ

ବର୍ତ୍ତମାନ ଅଧିକାଂଶ ଲୋକ ରକ୍ତଚାପ ରୋଗରେ ପୀଡ଼ିତ। ଉଚ୍ଚ ରକ୍ତଚାପ ଶରୀରର ରକ୍ତପ୍ରବାହ ଉପରେ କୁପ୍ରଭାବ ପକାଇଥାଏ। ଯେଉଁ ବ୍ୟକ୍ତିଙ୍କର ଏପରି ସମସ୍ୟା ରହିଛି, ସେମାନଙ୍କୁ...

ଏ ହେଉଛି ଦୀପିକାଙ୍କ ଫିଟ୍‌ନେସ ମନ୍ତ୍ର, ଜାଣନ୍ତୁ ପତଳା ରହିବାକୁ ନେଇ କ’ଣ ରହିଛି ତାଙ୍କ ଜୀବନଚର୍ଯ୍ୟା

ଫିଟ୍‌ ରହିବା ପାଇଁ ଅଭିନେତା ତଥା ଅଭିନେତ୍ରୀମାନେ ନିଜର ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେଇଥାନ୍ତି। ଏଣୁ ଆଜିର ଯୁବପୀଢ଼ି ଅଭିନୟ ସାଙ୍ଗକୁ ସେମାନଙ୍କ ଫିଟ୍‌ନେଟ୍‌...

Advertisement
Archives

Model This Week