ରିମାଣ୍ଡରେ ଯିବେ ଲୁଣିଆ ଗ୍ୟଙ୍ଗ ସଦସ୍ୟ: ସାଜିଥିଲେ ନକଲି ପୋଲିସ

ଭୁବନେଶ୍ବର ୨୮।୪(ବ୍ୟୁରୋ): ନକଲି ପୋଲିସ ସାଜି ଟ୍ୟାଙ୍କର ହାଇଜ୍ୟାକ କରିଥିବା ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କ ସହ ଲୁଣିଆ ଗ୍ୟାଙ୍ଗର ସଦସ୍ୟ ରିମାଣ୍ଡରେ ଯିବେ। ନାଲିବତୀ ଲଗାଇ ହାଇଓ୍ବେରେ ମିଛ ପାଟ୍ରୋଲିଂ କରୁଥିବା ସହ ଡ୍ରାଇଭର, ହେଲ୍ପପରଙ୍କୁ ମାଡ଼ ମାରି ୪ ଲକ୍ଷ ଟଙ୍କା ଲୁଟିଥିଲେ । ଏହି ଘଟଣାରେ ଏୟାରଫିଲଡ଼ ପୋଲିସ ୯ ଜଣିଆ ଗ୍ୟାଙ୍ଗକୁ କାବୁ କରିଥିଲା ।
ସୂଚନାଯୋଗ୍ୟ, କୋରାପୁଟ ଅଞ୍ଚଳରୁ ଆସୁଥିବା ଟ୍ୟାଙ୍କର ଓଡି୧୦କେ୪୯୧୪କୁ ଗ୍ୟାଙ୍ଗ ଲିଡର ଥିଲେ ସତ୍ୟପ୍ରିୟ ପଟ୍ଟନାୟକ ଓରଫ ଲୁଣିଆ ହାଇଜ୍ୟାକ କରିଥିଲେ । ପିସିଆର ପ୍ରଧାନସାହି ଜଙ୍ଗଲରୁ ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲା । ଲୁଣିଆ ଓ ତାଙ୍କ ସହଯୋଗୀ ବବିଙ୍କୁ କୋରାପୁଟ ପୋଲିସ ରିମାଣ୍ଡରେ ନେବ । ହେଲେ ତାହା ପୂର୍ବରୁ ୯ ଜଣିଆ ଗ୍ୟାଙ୍ଗକୁ କମିଶନରେଟ ପୋଲିସ ରିମାଣ୍ଡରେ ଆଣିବ ।


Enter your email to get our daily news in your inbox.

All Right Reserved By Dharitri.Com

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର…

ଗୋଟିଏ ଅଟୋଗ୍ରାଫ୍‌ ପାଇଁ ଏତେ ଟଙ୍କା ଚାର୍ଜ କରୁଥିଲେ ମହାତ୍ମା ଗାନ୍ଧୀ, ଶୁଣିଲେ ହୋଇଯିବେ କାବା!

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ନାମ କେବଳ କହିବାବେଳେ ଆମ ମନରେ ସରଳତା, ସତ୍ୟ ଏବଂ ଅହିଂସାର ପ୍ରତିଛବି ଉଜାଗର ହୁଏ। ତାଙ୍କ ହସ୍ତାକ୍ଷର ମଧ୍ୟ ଆମ…

ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି…

‘ଜନସାଧାରଣଙ୍କ ରୋଜଗାରକୁ କିସ୍ତିରେ ଲୁଟୁଛନ୍ତି ସରକାର’, ଭାଜପାକୁ କଡ଼ା ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୩।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ନିରନ୍ତର ବୃଦ୍ଧିକୁ ନେଇ ଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ମାତ୍ର ଆଠ ଦିନ ମଧ୍ୟରେ ତୃତୀୟ ଥର ପାଇଁ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?

ନୂଆଦିଲ୍‌ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ମିଳିଲା ସୁରକ୍ଷା: ଜାଣନ୍ତୁ କିଏ ଉଠାଇବ ଖର୍ଚ୍ଚ

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଝାଲମୁଢି ପରିବେଷଣ କରିଥିବା ବିକ୍ରେତାଙ୍କୁ ଏବେ ସୁରକ୍ଷା ଯୋଗାଇ ଦିଆଯାଇଛି ବୋଲି ଜଣାପଡ଼ିଛି। ତାଙ୍କୁ ପାକିସ୍ତାନ ଏବଂ ବାଂଲାଦେଶ ସହିତ ଜଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri