୧୫ କୋଟିର ଆପାର୍ଟମେଣ୍ଟ, ଭଳିକି ଭଳି ଦାମୀ ଗାଡ଼ି; ଅଭିନେତ୍ରୀଙ୍କ ବାର୍ଷିକ ଆୟ ଜାଣିଲେ…

ବମ୍ବେ: କବିର ସିଂହ ଅଭିନେତ୍ରୀ କିଆରା ଆଡଭାନୀ ୨୯ ବର୍ଷର ହୋଇଛନ୍ତି। ଜୁଲାଇ ୩୧ରେ ସେ ନିଜର ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ସାଥୀ କଳାକାର ସହ ପ୍ରଶଂସକଙ୍କ ଶୁଭେଚ୍ଛାର ସୁଅ ଛୁଟୁଛି।

ତେବେ ନିଜର ସରଳ ବ୍ୟବହାର ସାଙ୍ଗକୁ ଅଭିନୟ ଚାତୁରୀକୁ ନେଇ ପ୍ରଶଂସକଙ୍କ ହୃଦୟରେ ରାଜ କରୁଛନ୍ତି କିଆରା। କିଛି ବର୍ଷ ମଧ୍ୟରେ ସେ ଅନ୍ୟତମ ପ୍ରିୟ ଅଭିନେତ୍ରୀ ପାଲଟିଛନ୍ତି। ଗୋଟିଏ ପରେ ଗୋଟିଏ ଫିଲ୍ମର ଅଫର ମିଳୁଛି ତାଙ୍କୁ। ଫିଲ୍ମ ପିଛା ମୋଟା ଅଙ୍କର ପାଉଣା ମଧ୍ୟ ନେଉଛନ୍ତି ସେ। ଫଳରେ ଧିରେ ଧିରେ ବଦଳୁଛି ତାଙ୍କର ଜୀବନଶୈଳୀ।

୧୯୯୨ରେ ମୁମ୍ବାଇରେ କିଆରାଙ୍କ ଜନ୍ମ। ପାଠପଢ଼ା  ପରେ ସେ ମଡେଲିଂ କରିଥିଲେ। ପରେ ସେ ‘ଏମ୍‌ଏସ୍‌ ଧୋନୀ: ଦ ଅନ୍‌ଟୋଲ୍ଡ ଷ୍ଟୋରୀ’ ଏବଂ ମସିନ୍‌’ ଚଳଚ୍ଚିତ୍ରରେ ନିଜର ଡେବ୍ୟୁ କରିଥିଲେ। ଆଗାମୀ ଦିନରେ ତାଙ୍କ ଫିଲ୍ମ ‘ଶେର୍‌ଶାହ’ ରିଲିଜ ହେବାକୁ ଯାଉଛି।

କିଆରାଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ୨୩ କୋଟି ହେବ ବୋଲି ଆକଳନ କରାଯାଇଛି। ପ୍ରତିବର୍ଷ ଏହା ୨୫% ବଢ଼ୁଛି। ପ୍ରମୋଶନ ଏବଂ ବିଜ୍ଞାପନରୁ ମଧ୍ୟ ସେ ଭଲ ଆୟ କରୁଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଲକ୍ଷ ଲକ୍ଷ ଫଲୋଅର୍‌ ଅଛନ୍ତି। ଏଠାରେ ମଧ୍ୟ ବ୍ରାଣ୍ଡ ପ୍ରମୋଶନ ପାଇଁ ତାଙ୍କୁ ଲକ୍ଷାଧିକ ଟଙ୍କା ମିଳୁଛି। ମାସିକ ୩୦ ଲକ୍ଷ ଟଙ୍କା ସେ ରୋଜଗାର କରୁଥିବା ବେଳେ ବର୍ଷକୁ ୨ରୁ ୩ କୋଟି ଟଙ୍କା କମାଇଥାନ୍ତି।

ମୁମ୍ବାଇରେ କିଆରି ରହୁଥିବା ଆପାର୍ଟମେଣ୍ଟ ୫୧ ମହଲାରେ ଥିବା ବେଳେ ଏହାର ମୂଲ୍ୟ ୧୪ରୁ ୧୫ କୋଟି ହେବ। ଏହାଛଡ଼ା ତାଙ୍କର ଏକାଧିକ ଦାମୀ ଗାଡ଼ି ରହିଛି। ହେଲେ ତାଙ୍କୁ ପ୍ରାୟତଃ ମର୍ସଡିଜ୍‌ରେ ଦେଖିବାକୁ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri