ପୁଣି ମିଛ କହିଲେ ଟ୍ରମ୍ପ୍‌: ଜର୍ଜିଆରେ ବିଜୟୀ ହେବାର ମିଥ୍ୟା ଦାବି କଲେ

ଓ୍ବାଶିଂଟନ,୬।୧୨: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ନେଇ ଏବେ ବି କାଦୁଆ ଫିଙ୍ଗା ଜାରି ରହିଛି। ଏନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ମିଛ କହିଛନ୍ତି। ଟ୍ରମ୍ପ୍‌ ଜର୍ଜିଆରେ ଡେମୋକ୍ରାଟିକ୍‌ ପାର୍ଟିର ଜୋ ବାଇଡେନ୍‌ଙ୍କ ବିଜୟକୁ ମାନିବାକୁ ପ୍ରସ୍ତୁତ ନୁହଁନ୍ତି। ଟ୍ରମ୍ପ୍‌ କହିଛନ୍ତି ଯେ, ଜର୍ଜିଆରେ ଭୋଟିଂରେ ଅନିୟମିତତା ହୋଇଛି। ଏଠାରୁ ସେ ବିଜୟୀ ହୋଇଛନ୍ତି ବୋଲି ଟ୍ରମ୍ପ୍‌ ଦାବି କରିଛନ୍ତି। ଶନିବାର ଟ୍ରମ୍ପ୍‌ ଜର୍ଜିଆର ଗଭର୍ନର ବ୍ରିୟାନ କେମ୍ପ୍‌ଙ୍କୁ ଫୋନ୍‌ କରି ନିର୍ବାଚନ ଫଳାଫଳ ବଦଳାଇବା ଲାଗି ଅନୁରୋଧ କରିଥିଲେ। ଏନେଇ ବିଧାନସଭାର ଏକ ସ୍ବତନ୍ତ୍ର ଅଧିବେଶନ ଆୟୋଜନ କରିବାକୁ ମଧ୍ୟ କହିଥିଲେ। ମାତ୍ର ବ୍ରିୟାନ ଟ୍ରମ୍ପ୍‌ଙ୍କ ଅନୁରୋଧକୁ ପ୍ରତ୍ୟାଖାନ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜରିମାନା ଦେଲେ ପ୍ରଧାନମନ୍ତ୍ରୀ

କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ମାସ୍କ ଅପରିହାର୍ଯ୍ୟ ହୋଇଥିବାବେଳେ ଏହି ନିୟମ ଉଲ୍ଲଂଘନ କରିଛନ୍ତି ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ପ୍ରୟୁତ୍‌ ଚାନ୍‌-ଓ-ଚା। ଏଥିପାଇଁ ଦଣ୍ଡ ସ୍ବରୂପ ତାଙ୍କୁ...

ଗଲଓ୍ବାନ ଘାଟି ହିଂସା ଷଡ଼ଯନ୍ତ୍ର ରଚିଥିଲା ଚାଇନା: ଆମେରିକା ରିପୋର୍ଟ

ଓ୍ବାଶିଂଟନ,୨।୧୨: ପୂର୍ବ ଲଦାଖର ଗଲଓ୍ବାନ ଘାଟିରେ ଭାରତ ଚାଇନା ମଧ୍ୟରେ ଘଟିଥିବା ହିଂସା ନେଇ ଆମେରିକା ସଂସଦର ଏକ ଶୀର୍ଷ କମିଟି ପକ୍ଷରୁ ଏହାର ବାର୍ଷିକ...

ଜଳୁଥିବା କୋଠାରୁ ଦୁଇ ବର୍ଷ ଝିଅର ଜୀବନ ବଞ୍ଚାଇବାକୁ ତଳକୁ ଫିଙ୍ଗିଦେଲେ ମା’

କେପଟାଉନ,୧୬ ।୭: ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ଜ୍ୟାକବ ଜୁମାଙ୍କୁ ଗିରଫ କରାଯିବା ପରେ ସେଠାରେ ହିଂସା ଜାରି ରହିଛି । ଏହାକୁ ବିଭିନ୍ନ ସହରରେ...

ରୁଷିଆର କରୋନା ଟିକା ଉପରେ ବିଶ୍ୱକୁ ହେଉନାହିଁ ଭରସା? ଜାଣନ୍ତୁ ୫ କାରଣ

ମସ୍କୋ,୧୧।୮: ରୁଷିଆ ଆଣିଲା ବିଶ୍ୱର ପ୍ରଥମ କରୋନା ଟିକା। ଏନେଇ ମଙ୍ଗଳବାର ରୁଷିଆ ପ୍ରଧାନମନ୍ତ୍ରୀ ଭ୍ଲାଡିମିର ପୁଟିନ୍‌ ଘୋଷଣା କରିଛନ୍ତି। ହେଲେ ଏହାର ଟିକାକୁ ସନ୍ଦେହଜନକ...

ଝରକା ବାଟେ ଘରେ ପଶିଲା ୧୧ ଫୁଟ କୁମ୍ଭୀର

ଫ୍ଲୋରିଡା,୩।୬: ଏକା ଥିବା ଜଣେ ୭୭ ବର୍ଷ ବୟସ୍କା ବୃଦ୍ଧାଙ୍କ ଘରେ ୧୧ ଫୁଟ ଲମ୍ବା କୁମ୍ଭୀର ପଶିଥିବା ଖବର ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌...

ଫେସବୁକ୍‌ ଆପ୍‌ କହିବ ଭବିଷ୍ୟବାଣୀ !

ସାନ୍‌ ଫ୍ରାନସିସ୍‌କୋ,୨୫।୬: ସୋସିଆଲ ମିଡିଆର ସବୁଠାରୁ ବଡ ପ୍ଲାଟଫର୍ମ ଫେସବୁକ୍‌ ଏବେ ଏକ ବଡ ଯୋଜନାରେ ଥିବା ଜଣାପଡିଛି। ଫେସ୍‌ବୁକ୍‌ ଖୁବ୍‌ଶୀଘ୍ର ଏକ ଫୋରକାଷ୍ଟ ଆପ୍‌...

ଆମେ ଥକି ଯାଇଛେ ହେଲେ କରୋନା ଥକିନି: ଡବ୍ଲୁଏଚ୍‌ଓ ମୁଖ୍ୟ

ଜେନେଭା,୧୦ ।୧୧: କରୋନା ମହାମାରୀ କିଛି ଦେଶରେ କମ୍ ହୋଇଥିବା ବେଳେ ଆଉ କିଛି ଦେଶରେ ଏହାର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି । ଏହାକୁ...

କଥା କହିବାରେ ସମସ୍ୟା ହୋଇପାରେ କରୋନା ଲକ୍ଷଣ

ଜେନିଭା: ମହାମାରୀ କରୋନା ଏବେ ବିଶ୍ୱବାସୀଙ୍କ ଚିନ୍ତା ବଢ଼ାଇଦେଇଛି। ଅଦ୍ୟାବଧି ୪୮ ଲକ୍ଷରୁ ଅଧିକ ଲୋକ ଏହି ଭୂତାଣୁ କବଳରେ ଫସିଥିବା ବେଳେ ୩ ଲକ୍ଷରୁ...

Advertisement


Archives

Model This Week

Why Dharitri