‘ମୁଁ ଟିସୁ ପେପର୍‌ ନୁହେଁ’: କାନ୍ଦିକାନ୍ଦି ଏମିତି କହିଲେ ରାଖୀ…

ବମ୍ବେ: ଡ୍ରାମା କୁଇନ୍‌ ରାଖୀ ସାୱନ୍ତ ଲୋକପ୍ରିୟ ରିଆଲିଟି ଶୋ’ ବିଗ ବସ -୧୫ରୁ ବାହାରି ଯାଇଛନ୍ତି । ସେ ବିଗ ବସ୍‌ରୁ ବାହାରିବା ପରେ ତାଙ୍କ ପ୍ରଶଂସକଙ୍କୁ ଝଟକା ଲାଗିଥିଲା ବେଳେ ସେମାନେ ଦୁଃଖ ପ୍ରକାଶ କରିଛନ୍ତି। କାହିଁକି ନା ରାଖୀ ଯେତେବେଳେ ଏଣ୍ଟ୍ରି କରିଥିଲେ ସେତେବେଳେ ଶୋ’ର କ୍ରେଜ୍‌ ବଢିଥିଲା । କିନ୍ତୁ ଗ୍ରାଣ୍ଡ ଫାଇନାଲର ମାତ୍ର କିଛି ଦିନ ପୂର୍ବରୁ ବିଗ୍‌ବସ ଘରୁ ରାଖୀଙ୍କୁ ବାହାର କରାଯାଇଛି । ଏପରି ନିଷ୍ପତ୍ତି ଭୁଲ ବୋଲି ତାଙ୍କ ଅନେକ ପ୍ରଶଂସକମାନେ କହିଛନ୍ତି । ଏପରିକି ରାଖୀ ଶୋ’ରୁ ବାହାରିବା ପରେ ଏହାକୁ କେହି ଦେଖିବିନି ବୋଲି ମଧ୍ୟ ତାଙ୍କର ଅନେକ ପ୍ରଶଂସକ କହିଛନ୍ତି। ରାଖୀ ମଧ୍ୟ ନିଜର ମତ ରଖିଛନ୍ତି। ଦୁଃଖ ପ୍ରକାଶ କରି ସେ କହିଛନ୍ତି ମୋତେ ବହୁତ ଭଲ ପାଇବା ମିଳିଛି । ଯଦି ମୁଁ ଏଠି ଶେଷ ପର୍ଯ୍ୟନ୍ତ ରହିଥାନ୍ତି ତେବେ ନିଶ୍ଚିତ ଭାବେ ଜିତିଥାନ୍ତି। ଏହା ସହ ଇନଷ୍ଟାଗ୍ରାମରେ ଏକ ପାପାରାଜି ଦ୍ୱାରା ଶେୟାର କରାଯାଇଥିବା ଏକ ଭିଡିଓରେ ରାଖୀଙ୍କୁ ଏକ ଜିମ୍‌ ବାହାରେ ଦେଖିବାକୁ ମିଳିଥିଲା । ସେଠାରେ ସେ କାନ୍ଦି କାନ୍ଦି କହିଥିଲେ କି ମୁଁ ଟିସୁ ପେପର ନୁହେଁ ବିଗ୍‌ବସ । ଯେ ଯେତେବେଳେ ଚାହିଁବ ଏଣ୍ଟଟେନ ପାଇଁ ଶୋ’କୁ ଆଣି ବ୍ୟବହାର କରିବ। ସମୟ ଆସିଗଲେ ଫୋପାଡି ଦେବ । ମୁଁ ଏହି ଟ୍ରଫିର ହକଦାର । ମୁଁ ଏହି ଶୋ ପାଇଁ ଯୋଗ୍ୟ ଅଟେ । ବର୍ତ୍ତମାନ ରାଖୀଙ୍କ ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି।

https://www.instagram.com/viralbhayani/?utm_source=ig_embed&ig_rid=3ae9ed9b-d9fe-4c4e-b1b3-ecaa5190863f


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri