Posted inଜାତୀୟ

ଏମ୍‌-ଯୋଗ ଆପ୍‌ ବହୁ ଭାଷାରେ ହେବ ଉପଲବ୍ଧ: ମୋଦି..

ନୂଆଦିଲ୍ଲୀ,୨୧।୬: ଏଣିକି ପୃଥିବୀବ୍ୟାପୀ ଏମ୍‌-ଯୋଗ ଆପ୍‌ ବହୁ ଭାଷାରେ ଉପଲବ୍ଧ ହେବ। ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସମ୍ପର୍କରେ ଘୋଷଣା କରିଛନ୍ତି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ସହଯୋଗରେ ଏହା ସମ୍ପନ୍ନ ହେବ। ଏହି ଆପ୍‌ ମାଧ୍ୟମରେ ଯୋଗ ସମ୍ପର୍କରେ ସରଳ ଭାବେ ଅବଗତ କରାଯିବ। ଯାହାଦ୍ୱାରା ପୃଥିବୀରେ ଯୋଗର ପ୍ରଚାର ଏବଂ ପ୍ରସାର ହୋଇପାରିବ। ପ୍ରଧାନମନ୍ତ୍ରୀ ଏହି ଆପ୍‌ ସମ୍ପର୍କରେ ଘୋଷଣା କରି ଯୋଗ ଦିବସରେ ପୃଥିବୀର ସମସ୍ତ ରାଷ୍ଟ୍ରଙ୍କୁ ସହଯୋଗର ବାର୍ତ୍ତା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ କାଟି ୨ଟି ରାଜ୍ୟରେ ଆଦାୟ ହେଲାଣି ପ୍ରାୟ ଦେଢ କୋଟି ଟଙ୍କା

ନୂଆଦିଲ୍ଲୀ,୮।୯: ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରଠାରୁ ଏପର୍ଯ୍ୟନ୍ତ ଟ୍ରାଫିକ୍‌ ପୋଲିସ କେବଳ ୨ଟି ରାଜ୍ୟରୁ ପାଖାପାଖି ଦେଢ କୋଟି ଟଙ୍କା ଆଦାୟ...

କଂଗ୍ରେସ ବନାମ କଂଗ୍ରେସ

ନୂଆଦିଲ୍ଲୀ,୩ା୩: ବୁଡ଼ିଗଲା ଗୋଡ଼ ତଳକୁ ତଳକୁ। ନିର୍ବାଚନରେ ଲଗାତର ପରାଜୟର ମୁହଁ ଦେଖୁଥିବା ଭାରତର ସର୍ବପୁରାତନ ଦଳ କଂଗ୍ରେସ ପାଇଁ ଏବେ ସମ୍ଭବତଃ ଏହି ଉକ୍ତି...

ରାଜସ୍ଥାନ ଭାଜପାରେ ସବୁ କିଛି ଠିକ୍‌ ଚାଲିନି

ଜୟପୁର, ୨୩।୫: ଭାଜପା ସୂତ୍ରରୁ ମିଳୁଥିବା ଖବର ଅନୁଯାୟୀ ରାଜସ୍ଥାନରେ ଗୈରିକ ଦଳ ଭିତରେ ସବୁକିଛି ଠିକ୍‌ ଚାଲିଥିବା ଭଳି ବିଶ୍ୱାସ ହେଉ ନାହିଁ। ଶନିବାର ନାଗାଉର...

ମହଙ୍ଗା ପଡ଼ିଲା ଅସ୍ତ୍ରବିରତି ଉଲ୍ଲଂଘନ: ପାଲଟା ଗୁଳିମାଡ଼ରେ ୨ ପାକିସ୍ତାନୀ ସୈନ୍ୟ ମୃତ

ଶ୍ରୀନଗର,୧୬।୧୨: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜାନ ବଢ଼ିବାରେ ଲାଗିଛି। ଏଠାରେ ପାକିସ୍ତାନ ଜାଣିଶୁଣି ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ତେବେ ନୌସେରା...

ଅପରେଶନ୍‌ ଅଲ୍‌ଆଉଟ୍‌: ହିଟ୍‌ ଲିଷ୍ଟ୍‌ରେ ୧୦ ଆତଙ୍କବାଦୀ

ଶ୍ରୀନଗର,୪।୬: ଜମ୍ମୁ-କଶ୍ମୀରକୁ ଆତଙ୍କବାଦ ମୁକ୍ତ କରାଇବା ପାଇଁ ନୂଆ ସରକାର ଆରମ୍ଭ କରିଛନ୍ତି ଯୋଜନା। ଏହି ମର୍ମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏକ...

ମୋଦିଙ୍କ ସହ ଯୋଗୀଙ୍କ ଫଟୋ ଏବେ ଚର୍ଚ୍ଚାରେ, ସମାଲୋଚନା କଲେ ଅଖିଳେଶ

ଲକ୍ଷ୍ନୌ,୨୧ ।୧୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସମ୍ପୂର୍ଣ୍ଣ ଭାବେ ସରଗରମ ହେଲାଣି ରାଜନୀତି । ସମସ୍ତ ଦଳୀୟ ନେତା ବିରୋଧିଙ୍କୁ ଟାର୍ଗେଟ କରୁଥିବା...

ଆଜମ୍‌ ଖାନ୍‌ଙ୍କୁ ପୁଣି ଝଟ୍‌କା

ଲକ୍ଷ୍ନୌ,୨୮।୭: ୨୦୧୯ର ଘୃଣା ଭାଷଣ ମାମଲାରେ ବରିଷ୍ଠ ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌ଙ୍କୁ ଆହ୍ଲାବାଦ ହାଇକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଏହି ମାମଲାରେ ତାଙ୍କୁ...

ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ମୋଦି ଦେବେ ଗୁରୁମନ୍ତ୍ର!

ନୂଆଦିଲ୍ଲୀ,୬ ।୧୧: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହେବାକୁ ଯାଉଛି । ରବିବାର ସକାଳେ ଏହା ଆରମ୍ଭ ହେଉଥିବା ବେଳେ...

Advertisement
Archives

Model This Week