ସ୍କନ୍ଦମାତା ବେଶରେ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର,୨୬।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତସ୍ଥିତ ବନଦୁର୍ଗାଙ୍କ ପୀଠରେ ଆୟୋଜିତ ନବଦିନାତ୍ମକ ବାସନ୍ତିକ ଦୁର୍ଗାପୂଜାର ପଞ୍ଚମ ଦିନରେ ମା’ ବନଗୁର୍ଗା ସ୍କନ୍ଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ଉପଲକ୍ଷେ ସକାଳୁ ମଙ୍ଗଳ ଆଳତି, ବାଳ ଭୋଗ, ଷୋଡ଼ଶ ଉପଚାରରେ ମଧ୍ୟାହ୍ନ ଧୂପ, ଦୁର୍ଗା ସପ୍ତଶତୀ ଚଣ୍ଡୀପାଠ ସହ ସନ୍ଧ୍ୟାରେ ବାଳଭୋଗ, ଅଧରପଣା ଓ ମହାପ୍ରସାଦ ଅର୍ପଣପୂର୍ବକ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା। ସ୍କନ୍ଦମାତା ବେଶରେ ମା’ଙ୍କୁ ଦର୍ଶନକଲେ ଚତୁର୍ବର୍ଗ ଫଳପ୍ରାପ୍ତି ସହ ମନସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ପୂଜକ କୃପାସିନ୍ଧୁ ପଣ୍ଡା ଓ ତପନ ମହାପାତ୍ର ପ୍ରମୁଖ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ବିଧାୟିକାଙ୍କ ସ୍ବାମୀଙ୍କ ନାମରେ ସଙ୍ଗୀନ ଅଭିଯୋଗ: ତହସିଲଦାରଙ୍କୁ…

ନର୍ଲା,୨୯।୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri