ଆଜି ମା’ ବିରଜାଙ୍କ ଝୁଲଣ ଯାତ୍ରା: ପଢ଼ାଗଲା ନୂତନ ପଞ୍ଜିକା

ଯାଜପୁର ଅଫିସ,୮।୩: ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ଯାଜପୁରର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ଝୁଳଣ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମା’ଙ୍କ ନିକଟରେ ସେବକ ଜ୍ୟୋତି୍ୟଷଙ୍କ ଦ୍ୱାରା ନୂତନ ବିରଜା ପଞ୍ଜିକା ପାଠ କରାଯାଇଛି । ସ୍ବତନ୍ତ୍ର ପୂଜାର୍ଚ୍ଚନା ସହିତ ଦୋଳ ମଣ୍ଡପରେ ମା’ଙ୍କ ବିଜେ ପ୍ରତିମାକୁ ପାରମ୍ପରିକ ରିତିନୀତି ନିୟମ ଅନୁସାରେ ଅଣାଯାଇଥିଲା ।
ସେଠାରେ ମା’ଙ୍କ ବରିଷ୍ଠ ପୁରୋଧା ଜ୍ଞାନ ରଞ୍ଜନ ପତିଙ୍କ ତତ୍ୱାବଧାନରେ ପୂଜକଙ୍କ ଦ୍ୱାରା ପୂଜାର୍ଚ୍ଚନା କରାଯିବା ସହିତ ସେବକ ଜ୍ୟୋତି୍ୟଷ ନୂତନ ପଞ୍ଜିକା ପାଠକରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri