ଆଜି ମହାନବମୀ, ପୂଜା ପାଉଛନ୍ତି ମା’ ଦଶଭୁଜା

ଭୁବନେଶ୍ୱର,୨୩ା୧୦: ଆଜି ଅର୍ଥାତ୍‌ ସୋମବାର ମା’ ଦୁର୍ଗାଙ୍କ ମହାନବମୀ ପୂଜା। ରାଜ୍ୟର ବିଭିନ୍ନ ପୂଜାମଣ୍ଡପରେ ମା’ଙ୍କ ନବମୀ ପୂଜା ଅନୁଷ୍ଠିତ ହେଉଥିବା ବେଳେ ସକାଳୁ ସକାଳୁ ରାଜଧାନୀର ବିଭିନ୍ନ ପୂଜା ମଣ୍ଡପରେ ଭକ୍ତଙ୍କ ଭିଡ଼ ଲାଗିଲାଣି। ରସୁଲଗଡ଼, ବମିଖାଲ, ଶହୀଦନଗର, ନୟାପଲ୍ଲୀ ଆଦି ପୂଜା ମଣ୍ଡପରେ ଶ୍ରଦ୍ଧାଳୁମାନେ ମା’ଙ୍କ ଦର୍ଶନ କରୁଛନ୍ତି। ଆଜି କିଛି ମଣ୍ଡମରେ କୁମାରୀ ପୂଜା, ଗୋ-ପୂଜନ କରାଯାଉଛି। ମୃଣ୍ମୟୀ ଦେବୀଙ୍କ ନିକଟରେ ଆଜି ନବମୀ ପୂଜା ଅନୁଷ୍ଠିତ ହେଉଥିବା ବେଳେ ପୀଠରେ ଦଶମୀ ପୂଜା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ଲଜ୍ଜା: ପ୍ରାର୍ଥନା ବାହାନାରେ ନେଇ ମହିଳାଙ୍କୁ ବଳାତ୍କାର କଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପାଷ୍ଟିକୁଡି ଅଞ୍ଚଳରୁ ଏକ ଲଜ୍ଜା ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ ଗର୍ଭବତୀ ମହିଳାଙ୍କୁ…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ବୋଲେରୋ ଜବତ, ୬ ଗୋରୁ ଉଦ୍ଧାର

ତିହିଡ଼ି,୧୨।୮ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ଏକ ବୋଲେରୋ ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୬ଟି ଗୋରୁଙ୍କୁ ଉଦ୍ଧାର…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri