ମଣ୍ଡପରେ ମା’ ଦୁର୍ଗାଙ୍କ ଅଷ୍ଟମୀ ପୂଜା, ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

ପାଟଣା,୧୧ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟର ବିଭନ୍ନ ପୀଠ ଗୃହରେ ଗୁରୁବାର ମା’ଙ୍କ ଅଷ୍ଟମୀ ପୂଜା ଚାଲିଥିବା ବେଳେ ପାଟଣା ଦୁର୍ଗାମଣ୍ଡପରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ପୂଜା ନୀତିକାନ୍ତିରେ ଶୁକ୍ରବାର ଅଷ୍ଟମୀ ପୂଜା ଚାଲିଛି। ପୂଜକ ଭାବେ ବୃନ୍ଦାବନ ଷଡ଼ଙ୍ଗୀ , ପୁସ୍ତକ ଆଚାର୍ଯ୍ୟ ଶୁକଦେବ ମିଶ୍ର, ଆଚାର୍ଯ୍ୟ ରବିନାରାୟଣ ଦାଶ , ନନ୍ଦ କିଶୋର ଦାଶ ପ୍ରମୁଖ ପୂଜାର୍ଚ୍ଚନା କରିଥିବା ବେଳେ କର୍ତ୍ତା ଭାବେ ପ୍ରଦୀପ କୁମାର ଦାଶ ଦେବନୀତି ସମ୍ପାଦନ କରିଥିଲେ। ଆୟୋଜକ ଦୁର୍ଗାପୂଜା କମିଟି ପକ୍ଷରୁ ମାଧବାନନ୍ଦ ପୃଷ୍ଟି, ଯୁଗଳ କିଶୋର ଦାଶ, ରଣଜିତ୍‌ ଚକ୍ର, କମଳାକାନ୍ତ ପତି, ଅଜୟକୁମାର ବେହେରା, ବିଭୂତି ଭୂଷଣ ବେହେରା, ସହଦେବ ବେହେରା, ଶିବ ନାରାୟଣ ମିଶ୍ର, ପ୍ରଦୀପ ମିଶ୍ର,ଅଜୟ ଦାସ, ସୁଦାମ ଦାଶ, ରମାକାନ୍ତ ଶତପଥୀ, ସୁବୁଦ୍ଧି ବେଜଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶାନ୍ତିଶୃଙ୍ଖଳାର ସମସ୍ତ ବ୍ରତଧାରୀ ଓ ଭକ୍ତମାନେ ଦେବୀ ଦର୍ଶନ କରୁଛନ୍ତି। ମହାଷ୍ଟମୀ ପାଇଁ ସମସ୍ତ ନୀତିକାନ୍ତିରେ ପୂଜାର୍ଚ୍ଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri