ଧୂମ୍‌ଧାମରେ ଚାଲିଛି ମା’ଙ୍କ ପୂଜା

ଛତ୍ରପୁର,୨୧ା୧୦(ଦିଲ୍ଲୀପ ସାମଲ): ଧରାବତରଣ କରିଛନ୍ତି ମା’ ଜଗତ୍‌ଜନନୀ ଦୁର୍ଗା l ବିଭିନ୍ନ ପୂଜା ମଣ୍ଡପରେ ମା’ଙ୍କୁ ପୂଜା କରାଯାଉଛି। ଶନିବାର ମା’ଙ୍କର ସପ୍ତମୀ ପୂଜା ଚାଲିଛି। ଦୁର୍ଗା ପୂଜା ନିମନ୍ତେ ଗଞ୍ଜାମ ଜିଲା ଛତ୍ରପୁର ସହରର ବିଭିନ୍ନ ଶକ୍ତିପୀଠ ଓ ପୂଜାମଣ୍ଡପରେ ମା’ଙ୍କ ଷୋଳଦିନାତ୍ମକ ପୂଜା ଚାଲିଛି। ଆଜି ପୀଠରେ ସପ୍ତମୀ ପୂଜା ହେଉଥିବା ବେଳେ ମଣ୍ଡପରେ ଅଷ୍ଟମୀ ପୂଜା ଅନୁଷ୍ଠିତ ହେଉଛି। ଛତ୍ରପୁର ଉପକଣ୍ଠ ନୀଳାଦ୍ରିପୁର ପର୍ବତ ଶିଖରେ ବିଜେ କରିଥିବା ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଧୂମ୍‌ଧାମରେ ଚାଲିଛି ପୂଜା। ସେହିପରି ଟାକିରିଆ ବ୍ରହ୍ମପୁରସ୍ଥିତ ମା’ କନକଦୁର୍ଗାଙ୍କ ମନ୍ଦିର, ବିପୁଳିଙ୍ଗୀ ଗ୍ରାମ ପାହାଡ଼ ଉପରେ ବିଜେ କରିଥିବା ମା’ ବିରସିଂହୀଙ୍କ ମନ୍ଦିର, ପୋଡ଼ାପଦର ଗ୍ରାମସ୍ଥିତ ମା’ କନ୍ଧୁଣି ମହାମାୟୀଙ୍କ ମନ୍ଦିର, ଛତ୍ରପୁର ସହରର ଗ୍ରାମଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ମନ୍ଦିର ଓ କୋର୍ଟ ଷ୍ଟେଶନ ସାହି କାଳୀ ମନ୍ଦିରରେ ମଧ୍ୟ ମା’ଙ୍କ ନବରାତ୍ର ପୂଜା ଧୂମ୍‌ଧାମରେ ପାଳନ ହେଉଛି। ସେହିପରି ସହରର ଲୋୟର ବସଷ୍ଟାଣ୍ଡ୍‌, ବଡ଼ ବଜାର ଆଦି ସ୍ଥାନରେ ମା’ଙ୍କ ନବରାତ୍ର ପୂଜା ଅନୁଷ୍ଠିତ ହେଉଥିବା ଦେଖିବାକୁ ମିଳିଛି। ପ୍ରତ୍ୟେକ ଦିନ ମା’ଙ୍କ ଅଭିନବ ରୂପ ଦର୍ଶନ ସାଙ୍ଗକୁ ସନ୍ଧ୍ୟା ଆଳତି, ଚଣ୍ଡୀପାଠ, ମହାପୂଜା, ବାହ୍ୟ କୁମ୍ଭ ପୂଜା, ହୋମ ଆଦି କାର୍ଯ୍ୟକ୍ରମ ପଣ୍ଡିତମାନଙ୍କ ଦ୍ୱାରା ରୀତିନୀତି ଅନୁଯାୟୀ ପାଳନ କରାଯାଉଛି। ମା’ଙ୍କ ପୂଜାକୁ ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବା ପାଇଁ ପୂଜା କମିଟି ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri