ସରିଲା ମା’ ଗଙ୍ଗାଦେବୀଙ୍କ ଯାତ୍ରା, ମନମୋହିଲା…

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ)-ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପୁରୁଣା ବନ୍ଧ ନିକଟରେ ଅବସ୍ଥିତ ପ୍ରସିଦ୍ଧଶକ୍ତି ପୀଠଠାରେ ଦୁଇଦିନ ଧରି ଚାଲିଥିବା ମା’ ଗଙ୍ଗା ଦେବୀଙ୍କ ଯାତ୍ରା ଶନିବାର ରାତିରେ ଉଦ୍‌ଯାପିତ ହୋଇଛି। ସେହିପରି ଅନୁରୂପ ଭାବେ ପୁଇଁତୋଳା ଗ୍ରାମରେ ଖଣ୍ଡେଶ୍ୱର ମହାପ୍ରଭୁ ଓ ବରପଲ୍ଲୀ ଗ୍ରାମରେ ପୁଡ଼ୁକେଶ୍ୱର ମହାପ୍ରଭୁଙ୍କୁ ଶୋଭାଯାତ୍ରାରେ ଗ୍ରାମ୍ୟ ପରିକ୍ରମା ସହ ଦ୍ୱାରଠାକୁର ଭୋଗ ଖାଇଥିଲେ। ଶୁକ୍ରବାର ଭୋରୁ ମା’ ଗଙ୍ଗାଦେବୀ ସହ ଦୁଇ ଠାକୁର ତ୍ରିବେଣୀ ମଠ ଛକଠାରେ ଏକତ୍ରିତ ହୋଇଥିଲେ। ପରେ ସେଠାରୁ ସମସ୍ତେ ଋଷିକୁଲ୍ୟା ନଦୀକୁ ସ୍ନାନ ପାଇଁ ଶୋଭାଯାତ୍ରାରେ ଯାଇଥିଲେ। ସେଠାରେ ପରମ୍ପରା ଅନୁଯାୟୀ ଠାକୁରାଣୀ, ଠାକୁରଙ୍କ ସ୍ନାନ କରାଯାଇଥିଲା। ଶେଷରେ ପୁଣି ସମସ୍ତେ ଶୋଭାଯାତ୍ରାରେ ଗଞ୍ଜାମ ବଜାର ପରିକ୍ରମା କରି ନିଜ ନିଜ ଦେଉଳକୁ ଫେରିଥିଲ। ମା ଗଙ୍ଗାଦେବୀ ଫେରିବା ପରେ ତାଙ୍କ ପୀଠରେ ଯାତ୍ରା ଆରମ୍ଭ ହୋଇଥିଲା। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଇଟି ରାମାୟଣ ନାଟକ ପରିବେଷଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

୬୫ ବର୍ଷରୁ ଅତିରିକ୍ତ ପେନସନ ଲାଗୁ ନେଇ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଦାବିପତ୍ର

ଟିକିରି,୨୨।୪ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ୍‌ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ସୋମବାର କାଶୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଜରିଆରେ ପ୍ରଧାନମନ୍ତ୍ରୀ…

ଭୋଜି ଖାଇବାକୁ ଯାଇଥିଲେ ୨ ଭାଇ ୩ ବର୍ଷର ନାତୁଣୀଙ୍କୁ ନେଇ ଫେରିବା ବେଳେ ଦୁର୍ଘଟଣା: ବଡ଼ଭାଇ ମୃତ, ସାନ …

ଗୁଡ଼ାରି, ୨୨।୪ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ବକାଗୁଡ଼ା ନିକଟସ୍ଥ ଘାଟିରେ ଭାରସାମ୍ୟ ହରାଇ ଏକ ମୋଟର ସାଇକେଲ ମଙ୍ଗଳବାର ଅପରାହ୍ନରେ…

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ରଥଖଳା…

ପୁରୀ,୨୨ା୪(ଅଜିତ୍‌ କୁମାର ମହାନ୍ତି): ଅକ୍ଷାୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ସହ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଶୁଭାରମ୍ଭ ପରମ୍ପରା ମତେ ସମ୍ପନ୍ନ ହୋଇଛି।…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri