ମକର ସଂକ୍ରାନ୍ତି ଉପଲକ୍ଷେ ସ୍ବତନ୍ତ୍ର ପ୍ରସ୍ତୁତି, ପୁଲିହାରୀ-ଡ୍ରାଏ ଫ୍ରୁଟସରେ ମା’ ଗୋଦାଦେବୀ…

ରାୟଗଡ଼ା,୧୧/୧(ଆଶିଷ ରଞ୍ଜନ ପଣ୍ଡା)- ମକର ସଂକ୍ରାନ୍ତି ଉପଲକ୍ଷେ ରାୟଗଡ଼ା ବ୍ଲକର ଜେକେପୁର ସ୍ଥିତ ଭେଙ୍କେଟେଶ୍ବର ମନ୍ଦିରରେ ସ୍ଥାନୀୟ ମନ୍ଦିର ପ୍ରଭୁ ଭେଙ୍କେଟେଶ୍ବରଙ୍କ ସ୍ତ୍ରୀ ଗୋଦାଦେବୀଙ୍କ ଚିତ୍ର ଅଭିନବ ଭାବରେ ତିଆରି କରାଯାଇଛି । ଏହି ଚିତ୍ରରେ ତେଲୁଗୁ ସଂପ୍ରଦାୟଙ୍କ ପ୍ରମୁଖ ପ୍ରସାଦ ପୁଲିହାରୀ ଓ ଡ୍ରାଏ ଫ୍ରୁଟସ(କାଜୁ ,କିସମିସ, ପିସ୍ତା ଓ ବାଦାମ)ରେ ମନ୍ଦିର ପରିସରରେ ତିଆରି ହୋଇଥିଲା । ମନ୍ଦିର ପୂଜକଙ୍କ ଦ୍ବାରା ଏହାକୁ ତିଆରି କରାଯାଇଥିବା ବେଳେ ଦେଖିବା ପାଇଁ ସ୍ଥାନୀୟ ଲୋକଙ୍କ ସମେତ ଭକ୍ତଙ୍କ ଭିଡ ଲାଗିରହିଥିଲା ।

ତେଲୁଗୁ ସଂପ୍ରଦାୟ ଲୋକମାନେ ଡିସେମ୍ବର ୧୬ରୁ ମକର ସଂକ୍ରାନ୍ତି ଯାଏଁ ଧନୁରମାସ ପାଳନ କରିଥାନ୍ତି ଏବଂ ଏହି ସମୟରେ ଗୋଦା ଦେବୀଙ୍କ ପୂଜା କରିଥାନ୍ତି । ଏହି ଅଭିନବ ଚିତ୍ର ନିର୍ମାଣ ପାଇଁ ମନ୍ଦିରର ମୁଖ୍ୟ ପୂଜକ ପ୍ରଦୀପ ଆଚାରିଆଲୁ ଓ ତାଙ୍କର ସହଯୋଗୀ ମାନେ ପ୍ରାୟ ୨ ଘଣ୍ଟା ସମୟ ନେଇ ନିର୍ମାଣ କରିଥିଲେ । ଏହି ଅବସରରେ ରାୟଗଡା ସ୍କିତ ବାଲାଜୀ ନଗରରେ ଥିବା ଶ୍ରୀ କଲ୍ୟାଣଭେଙ୍କଟେଶ୍ବର ମନ୍ଦିରରେ କଡୁରାଇ (ଖିରି) ୧୦୮ ଟି କଳସରେ ନିର୍ମାଣ କରାଯାଇ ଭଗବାନଙ୍କୁ ଅର୍ପଣ କରିଥିଲେ । ଏହି ମନ୍ଦିରର ପ୍ରଧାନ ପୂଜକ ଭାସ୍କର ଆଚାରିଆଲୁ ଏବଂ ସହଯୋଗୀ ଏହି ସ୍ବତନ୍ତ୍ର ପ୍ରସାଦ ନିର୍ମାଣ କରିଥିଲେ । ଏହି ସ୍ବତନ୍ତ୍ର ଖିରି ୧୬ ପ୍ରକାର ସୁଗନ୍ଧିତ ଦ୍ରବ୍ୟରେ ପ୍ରସ୍ତୁତି ହୋଇଥିବା ପ୍ରଧାନ ପୂଜକ ଶ୍ରୀଭାସ୍କର ପ୍ରକାଶ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…

ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ

ଭୁବନେଶ୍ୱର,୨୧।୭: ରାଜ୍ୟ ସରକାର ଆଞ୍ଚଳିକ ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ‘ଆଞ୍ଚଳିକ ଶିକ୍ଷା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମେଧାବୀ ଛାତ୍ରୀଙ୍କୁ ସ୍କୁଟି ସହ ମିଳିବ ପେଟ୍ରୋଲ

ଲକ୍ଷ୍ନୌ,୨୧।୭: ଉତ୍ତର ପ୍ରଦେଶର ଯୋଗୀ ସରକାର ଖୁବ୍ ଶୀଘ୍ର ରାଜ୍ୟର ମେଧାବୀ ଛାତ୍ରୀମାନଙ୍କୁ ଏକ ବଡ଼ ଉପହାର ଦେବାକୁ ଯାଉଛନ୍ତି । ମେଧାବୀ ଛାତ୍ରୀମାନଙ୍କୁ ସ୍କୁଟି ଦେବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା କାହିଁକି ନେଉନାହାନ୍ତି ମୋଦି ସରକାର? ଭିତିରି ରହସ୍ୟ ଖୋଲିଦେଲେ ଅଖିଲେଶ, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ସିଜେପିର (CJP) ପ୍ରଦର୍ଶନ ସମୟରେ ହୋଇଥିବା ଲାଠିଚାର୍ଜ ଏବଂ ପୋଲିସ ହିଂସାରେ ଅନେକ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଏହି ପ୍ରଦର୍ଶନକାରୀମାନେ NEET ପ୍ରଶ୍ନପତ୍ର ଲିକ୍‌…

ସରକାରଙ୍କ ଉପରେ ବଢ଼ିଲା ଚାପ, ଶେଷରେ ନେଲେ ଏହି ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୭: କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ ସମୟରେ ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଏହି ଘଟଣାରେ ଅନେକ ଯୁବକ ମଧ୍ୟ ଆହତ ହୋଇଥିଲେ। କେନ୍ଦ୍ରୀୟ…

ଜଣେ ଶିକ୍ଷକରେ ଚାଲିଛି ୧୪୫୮ ସ୍କୁଲ

ଭୁବନେଶ୍ୱର,୨୧।୭: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ UDISE+(Unified District Information System for Education Plus (UDISE+) ରିପୋର୍ଟରେ ଏକ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି। ତଥ୍ୟ ମୁତାବକ,…

ମହିଳା ସଶକ୍ତିକରଣ ଜରୁରୀ: ଶକ୍ତିଶ୍ରୀ ଯୋଜନା ମାଧ୍ୟମରେ…

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଶକ୍ତିଶ୍ରୀ ଯୋଜନା ମାଧ୍ୟମରେ ମହିଳା ସୁରକ୍ଷା ଓ ସଶକ୍ତିକରଣ ଉପରେ ଏକ…

‘ହୁଏତ ଶିକ୍ଷାମନ୍ତ୍ରୀଙ୍କୁ ଲେଖି ଆସେନି…’; ଧର୍ମେନ୍ଦ୍ର ପ୍ରଧାନଙ୍କୁ କଟାକ୍ଷ କରି ମହୁଆ କହିଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ (NEET) ପେପର ଲିକ୍‌ ମାମଲାକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କ୍ରମାଗତ ଭାବରେ ଉଠୁଛି। ଏହି ପ୍ରସଙ୍ଗରେ କକ୍ରୋଚ ଜନତା ପାର୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri